www.samajalive.in
Saturday, December 6, 2025
15.1 C
Bhubaneswar

ରାଜଧାନୀରେ ଚାଞ୍ଚଲ୍ୟ ; ଯୁବତୀଙ୍କ ରକ୍ତାକ୍ତ ମୃତଦେହ ଉଦ୍ଧାର

ଭୁବନେଶ୍ୱର : ରାଜଧାନୀ ଭୁବନେଶ୍ୱରରୁ ପୁଣି ଏକ ଚାଞ୍ଚଲ୍ୟକର ଘଟଣା ଶୁକ୍ରବାର ସାମ୍ନାକୁ ଆସିଛି। ବନ୍ଦ ଘର ଭିତରୁ ଜଣେ ବାର୍ ଡ୍ୟାନ୍ସରଙ୍କ ମୃତଦେହ ଉଦ୍ଧାର କରାଯାଇଛି। ସନ୍ଦେହଜନକ ଅବସ୍ଥାରେ ରକ୍ତାକ୍ତ ମୃତଦେହ ଉଦ୍ଧାର କରାଯାଇଛି। ଏହି ଘଟଣା ପାହାଳ ଥାନା ଅନ୍ତର୍ଗତ ଶିବଶକ୍ତି ନଗରରେ ଘଟିଛି। ମୃତ ଯୁବତୀଙ୍କ ଛଦ୍ମନାମ ଚାରୁ ଓ ଘର ଚଣ୍ଡୀଗଡ ବୋଲି ଜଣାପଡିଛି। ସେ କଟକ ରୋଡରେ ଏକ ବାରରେ କାମ କରୁଥିଲେ ବୋଲି ପ୍ରାଥମିକ ତଦନ୍ତରୁୁ ଜଣାପଡିଛି। ସେହି ବିଲ୍ଡିଂରେ ପ୍ରାୟ ୨୫ ଜଣ ଯୁବତୀ ରହୁଥିବା ଖବର ମିଳିଛି। ଖବର ପାଇ ପାହାଳ ଥାନା ପୁଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି। ପାରିପାର୍ଶ୍ବିକ ପରିସ୍ଥିତି ଦେଖି ଆତ୍ମହତ୍ୟା ମାମଲା ରୁଜୁ କରାଯାଇଛି। ପୁଲିସ ଟେଲିଫୋନ, ସୋସିଆଲ ମିଡିଆ ଯାଞ୍ଚ କରୁଛି।

୩ ଦିନ କଲବଲ କରିବ ଗ୍ରୀଷ୍ମ ପ୍ରବାହ

Hot this week

ବାପା_ମା_ଭଉଣୀକୁ_ହାଣି_ପକାଇଲା ପୁଅ

ଭୁବନେଶ୍ବର :ଏୟାରଫିଲ୍‌ଡ ଅଞ୍ଚଳରେ ଅଭାବନୀୟ ଘଟଣା । ପରିବାରବର୍ଗଙ୍କୁ ଗୋଡ଼ାଇ ଗୋଡ଼ାଇ...

ଗ୍ରାମ ପଞ୍ଚାୟତ ପିଅନ ପଦ ସୃଷ୍ଟି ନେଇ ମିଥ୍ୟା ପ୍ରଚାର ବିରୋଧରେ ଏଫ୍‌ଆଇଆର୍

ଭୁବନେଶ୍ୱର :ଗତ ନ‌ଭେମ୍ବର ୨୪ ତାରିଖରେ PR-PADM- OM-PG-064-2025/4232 ପତ୍ର ସଂଖ୍ୟା...

ଆମ ବସ ଧକ୍କାରେ ଜଣେ ମୃତ

ଭୁବନେଶ୍ୱର :ରାଜଧାନୀରେ ବଢିଚାଲିଛି ଦୁର୍ଘଟଣା ଜନିତ ମୃତ୍ୟୁ । ପୁଣି ଆମ...

Related Articles

Popular Categories