www.samajalive.in
Sunday, December 7, 2025
15.1 C
Bhubaneswar

ମୁକୁଳା ଡ୍ରେନରେ ଭାସିଗଲେ ନାବାଳକ

ଭୁବନେଶ୍ୱର : ରାଜଧାନୀ ଭୁବନେଶ୍ୱରରେ ମଙ୍ଗଳବାର ଘଡଘଡି ସହ ପ୍ରବଳ ବର୍ଷା ହୋଇଛି। ବର୍ଷା ଆଶ୍ୱସ୍ତି ଆଣିଥିବା ବେଳେ ଅନ୍ୟ ପଟେ ମୁକୁଳା ଡ୍ରେନରେ ଜଣେ ୮ ବର୍ଷର ନାବାଳକ ଭାସି ଯାଇଥିବା ଖବର ମିଳିଛି। ପ୍ରବଳ ବର୍ଷା ଯୋଗୁଁ ଡ୍ରେନ୍ ରେ ଭାସି ଯାଇଥିବା ନେଇ ସୂଚନା ମିଳିଛି। ଭୁବନେଶ୍ୱର ମସଜିଦ୍ କଲୋନୀ ପାଖ ଡ୍ରେନ୍ ରେ ଭାସି ଯାଇଥିବା ଜଣାପଡିଛି। ଭାସି ଯାଇଥିବା ନାବାଳକକୁ ଉଦ୍ଧାର କରିବାକୁ ଉଦ୍ୟମ ଆରମ୍ଭ ହୋଇଛି। ପାଣିରେ ଭାସି ଯାଉଥିବା ବେଲୁନ୍ ଆଣିବାକୁ ଯାଇ ନାବାଳକ ଭାସି ଯାଇଥିବା କୁହାଯାଉଛି।

ଜମିରୁ ମୃତଦେହ ଉଦ୍ଧାର, ଅଂଶୁଘାତ ମୃତ୍ୟୁ ଅଭିଯୋଗ

Hot this week

କାର୍ଯ୍ୟରତ ଯୁବକଙ୍କ ସନ୍ଦେହଜନକ ମୃତ୍ୟୁ, କ୍ଷତିପୂରଣ ଦାବିରେ ଫାଟକ ସମ୍ମୁଖରେ ଧାରଣା

କାର୍ଯ୍ୟରତ ଯୁବକଙ୍କ ସନ୍ଦେହଜନକ ମୃତ୍ୟୁ, କ୍ଷତିପୂରଣ ଦାବିରେ ଫାଟକ ସମ୍ମୁଖରେ ଧାରଣ ଚନ୍ଦ୍ରଶେଖରପୁର,...

ରାଜ୍ୟସଭାରେ ସାଂସଦ ସୁଜିତ କୁମାରଙ୍କ ପ୍ରସ୍ତାବ ପାଠ୍ୟପୁସ୍ତକ, ସରକାରୀ ୱେବସାଇଟରୁ ‘ଲର୍ଡ’ ଶଦ୍ଦକୁ ବାଦ୍‍ ଦିଆଯାଉ

ନୂଆଦିଲ୍ଲୀ,: ବ୍ରିଟିଶ ଗଭର୍ଣ୍ଣର ଜେନେରାଲ ଏବଂ ଭାଇସରୟଙ୍କ ଉଦେଶ୍ୟରେ ବ୍ୟବହାର ହେଉଥିବା...

ଆଠଗଡ଼ର ବିଭିନ୍ନ ଶିକ୍ଷାନୁଷ୍ଠାନରେ ଡଃ ରାଧାନାଥ ଜୟନ୍ତୀ ପାଳିତ

ସମାଜ ନ୍ୟୁଜ ଡେସ୍କ- ଆଠଗଡର ସର୍ବପୁରାତନ ପିଏମଶ୍ରୀ ବିଶ୍ଵନାଥ ବିଦ୍ୟାପୀଠରେ ବିଶିଷ୍ଟ...

ଭୁବନେଶ୍ବରରେ ପହଞ୍ଚିଲେ ହାର୍ଦ୍ଦିକ ପାଣ୍ଡ୍ୟା, ସୁରକ୍ଷାରେ ବିମାନବନ୍ଦରରୁ ଗଲେ ହୋଟେଲ

ସମାଜ ନ୍ୟୁଜ ଡେସ୍କ- ଶନିବାର ରାତିରେ ଭୁବନେଶ୍ବର ବିମାନ ବନ୍ଦରରେ ପହଞ୍ଚିଛନ୍ତି...

ଜାଣନ୍ତୁ କାହିଁକି ଏତେ ବଢିଛି ସୁନାଦର- ରୂପା ଦୁଇ ଗୁଣା ବଢିଛି

ନୂଆଦିଲ୍ଲୀ - କ୍ରମାଗତ ଦ୍ୱିତୀୟ ସପ୍ତାହ ପାଇଁ ସୁନା ଏବଂ ରୂପା...

Related Articles

Popular Categories