www.samajalive.in
Friday, December 5, 2025
20.1 C
Bhubaneswar

ଏଣିକି ରାଜଧାନୀରେ ବାର୍, ପବ୍ ଉପରେ ନିଆଯିବ କାର୍ଯ୍ୟାନୁଷ୍ଠାନ

ଭୁବନେଶ୍ୱର : ରାଜଧାନୀରେ ବାର୍, ପବ୍ ଉପରେ ଏଣିକି ନିଆଯିବ କାର୍ଯ୍ୟାନୁଷ୍ଠାନ। ରାତି ତମାମ ଖୋଲୁଥିବା ବାର୍, ପବ୍ ଉପରେ ହେବ କାର୍ଯ୍ୟାନୁଷ୍ଠାନ। ତଦନ୍ତ କରି କାର୍ଯ୍ୟାନୁଷ୍ଠାନ ନେବାକୁ ଅବକାରୀ କମିଶନର ନିର୍ଦ୍ଦେଶ ଦେଇଛନ୍ତି। ଏନେଇ ବିଭାଗୀୟ ଅଧିକାରୀଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। ନିର୍ଦ୍ଦିଷ୍ଟ ସମୟ ମଧ୍ୟରେ ବନ୍ଦ ନହେଲେ ପ୍ରଥମ ଚଢାଉରେ ଫାଇନ୍ ହେବ। ବାରମ୍ବାର ଉଲ୍ଲଂଘନ କଲେ ପବ୍, ବାର୍ ଲାଇସେନ୍ସ ବାତିଲ କରାଯିବ। ଅଧିକାରୀ ସଠିକ୍ ଭାବେ କାମ ନକଲେ ତାଙ୍କ ଉପରେ ମଧ୍ୟ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ।

ଏଣିକି ତାଳ ଗଛ କାଟିବା ପାଇଁ ନେବାକୁ ପଡିବ ଅନୁମତି

ବୀଭତ୍ସ ହତ୍ୟାକାଣ୍ଡ ; ନାତି ହାତରେ ଅଜାର କଟାମୁଣ୍ଡ

- Advertisement -

Hot this week

ଆଜି ଇଣ୍ଡିଗୋର ୧ ହଜାରରୁ ଊର୍ଦ୍ଧ୍ବ ବିମାନ ରଦ୍ଦ, ତଦନ୍ତ କମିଟି ଗଠନ କଲେ ସରକାର

ସମାଜଲାଇଭ ଡେସ୍କ: ଇଣ୍ଡିଗୋ ବିମାନର ପରିଚାଳନାଗତ ସଙ୍କଟ ଜାରି ରହିଛି। ଇଣ୍ଡିଗୋ...

ସାରଥିଙ୍କ ବିରୋଧରେ ଚାର୍ଜଫ୍ରେମ

କଟକ :ସାରଥିଙ୍କ ବିରୋଧରେ ଚାର୍ଜଫ୍ରେମ । ଜାତିଆଣ ଆକ୍ଷେପ ଓ ଧର୍ମୀୟ...

ଜାତିସଂଘରେ ଭାରତର ସ୍ଥାୟୀ ସଦସ୍ୟତାକୁ ପୁଟିନଙ୍କ ସମର୍ଥନ

ସମାଜଲାଇଭ ଡେସ୍କ: ଭାରତ-ରୁଷ ମଧ୍ୟରେ ଶୁକ୍ରବାର ଶିଖର ସମ୍ମିଳନୀ ଶେଷ ହୋଇଛି।...

ପୁଟିନଙ୍କ ସହ ସାନ୍ଧ୍ୟ ଭୋଜନ: ରାହୁଲ, ଖଡଗେ ନୁହଁନ୍ତି, ଥରୁରଙ୍କୁ ମିଳିଲା ନିମନ୍ତ୍ରଣ

ସମାଜଲାଇଭ ଡେସ୍କ: ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କ ଭାରତ ଗସ୍ତର ଶୁକ୍ରବାର...

ମାସ୍କାସାରୁ ଜଙ୍ଗଲରେ ପୁଲିସ-ମାଓବାଦୀ ଗୁଳିବିନିମୟ

ସମାଜଲାଇଭ ଡେସ୍କ: କନ୍ଧମାଳ ଜିଲା ବାଲିଗୁଡ଼ା ଥାନା ଅନ୍ତର୍ଗତ ମାସ୍କାସାରୁ ଜଙ୍ଗଲରେ...

Related Articles

Popular Categories