www.samajalive.in
Saturday, December 6, 2025
15.1 C
Bhubaneswar

ପୁଣ୍ୟାତ୍ମା ଉତ୍କଳମଣି ପଣ୍ଡିତ ଗୋପବନ୍ଧୁ ଦାସଙ୍କ ଶ୍ରାଦ୍ଧୋତ୍ସବ ; ଶ୍ରଦ୍ଧାଞ୍ଜଳି ଅର୍ପଣ କଲେ ମୁଖ୍ୟମନ୍ତ୍ରୀ..

ଭୁବନେଶ୍ୱର : ଆଜି ଦୈନିକ ଖବର କାଗଜ ‘ସମାଜ’ର ପ୍ରତିଷ୍ଠାତା ପୁଣ୍ୟାତ୍ମା ଉତ୍କଳମଣି ପଣ୍ଡିତ ଗୋପବନ୍ଧୁ ଦାସଙ୍କ ୯୬ତମ ଶ୍ରାଦ୍ଧୋତ୍ସବା ଉତ୍କଳମଣି ପଣ୍ଡିତ ଗୋପବନ୍ଧୁଙ୍କ ୯୬ ତମ ଶ୍ରାଦ୍ଧ ବାର୍ଷିକୀ ଅବସରରେ ବିଧାନସଭା ପରିସର ମଧ୍ୟରେ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି। ଏହି ସମୟରେ ବାଚସ୍ପତି ସୁରମା ପାଢ଼ୀ ଏବଂ ଉପ ମୁଖ୍ୟମନ୍ତ୍ରୀ ଶ୍ରୀ କନକ ବର୍ଦ୍ଧନ ସିଂହଦେଓ ମଧ୍ୟ ଉପସ୍ଥିତ ଅଛନ୍ତି।

ଆଜି ଉତ୍କଳମଣି ପଣ୍ଡିତ ଗୋପବନ୍ଧୁ ଦାସଙ୍କ ୯୬ତମ ଶ୍ରାଦ୍ଧୋତ୍ସବ: ମୁଖ୍ୟ ଅତିଥି ଭାବେ ଯୋଗଦେବେ ରାଷ୍ଟ୍ରପତି

- Advertisement -

Hot this week

ବାପା_ମା_ଭଉଣୀକୁ_ହାଣି_ପକାଇଲା ପୁଅ

ଭୁବନେଶ୍ବର :ଏୟାରଫିଲ୍‌ଡ ଅଞ୍ଚଳରେ ଅଭାବନୀୟ ଘଟଣା । ପରିବାରବର୍ଗଙ୍କୁ ଗୋଡ଼ାଇ ଗୋଡ଼ାଇ...

ଗ୍ରାମ ପଞ୍ଚାୟତ ପିଅନ ପଦ ସୃଷ୍ଟି ନେଇ ମିଥ୍ୟା ପ୍ରଚାର ବିରୋଧରେ ଏଫ୍‌ଆଇଆର୍

ଭୁବନେଶ୍ୱର :ଗତ ନ‌ଭେମ୍ବର ୨୪ ତାରିଖରେ PR-PADM- OM-PG-064-2025/4232 ପତ୍ର ସଂଖ୍ୟା...

ଆମ ବସ ଧକ୍କାରେ ଜଣେ ମୃତ

ଭୁବନେଶ୍ୱର :ରାଜଧାନୀରେ ବଢିଚାଲିଛି ଦୁର୍ଘଟଣା ଜନିତ ମୃତ୍ୟୁ । ପୁଣି ଆମ...

Related Articles

Popular Categories