www.samajalive.in
Monday, December 15, 2025
26.1 C
Bhubaneswar

ରାଜଧାନୀରେ ଧରାପଡିଲେ କୁଖ୍ୟାତ ଶଳା ଭିଣୋଇ ଗ୍ୟାଙ୍ଗ; କରୁଥିଲେ ଲୁଟ୍‌..

ଭୁବନେଶ୍ୱର : କମିଶନରେଟ୍‌ ପୁଲିସ ହାତରେ ଧରାପଡିଛନ୍ତି କୁଖ୍ୟାତ ଶଳା ଭିଣୋଇ ଗ୍ୟାଙ୍ଗ । ଗ୍ୟାଙ୍ଗର ୩ ହାର୍ଡକୋର୍‌ ଅପରାଧୀଙ୍କୁ ପୁଲିସ ଗିରଫ କରିଛି । ଏନେଇ ସୋମବାର ସାମ୍ବାଦିକ ସମ୍ମିଳନୀ ଜରିଆରେ ପୁଲିସ କମିଶନର ସଞ୍ଜୀବ ପଣ୍ଡାଙ୍କ ପକ୍ଷରୁ ସୂଚନା ମିଳିଛି । ୩ ଜଣଙ୍କ ଠାରୁ ୪ଟି ସୁନା ଚେନ୍‌, ମୋବାଇଲ, ବାଇକ ଜବତ କରାଯାଇଛି । ଅଭିଯୁକ୍ତଙ୍କ ନାଁରେ ପ୍ରାୟ ୪୦ଟି ମାମଲା ରହିଛି । ଏମାନେ ଜାମିନ୍‌ ରେ ମୁକୁଳିଥିଲେ ବୋଲି ସୂଚନା ମିଳିଛି। କିଛି ଦିନ ହେବ ଏମାନେ ରାଜଧାନୀରେ ବିଭିନ୍ନ ସ୍ଥାନରୁ ଲୁଟ୍‌ କରୁଥିଲେ । ଏମାନଙ୍କୁ ଧରିବା ପାଇଁ ପୁଲିସ ଅନେକ ସ୍ଥାନରେ ଚଢାଉ କରିଥିଲା ।

ଶୀଘ୍ର ରତ୍ନଭଣ୍ଡାର ସ୍ଥିତି ଯାଞ୍ଚ କରିବ ଏଏସଆଇ-ଆଇନ ମନ୍ତ୍ରୀ

Hot this week

ମୋକିମଙ୍କୁ ବହିଷ୍କାର ଘଟଣାକୁ ନେଇ ମୁହଁ ଖୋଲିଛନ୍ତି : ନିରଞ୍ଜନ

ସମାଜ ଡିଜିଟାଲ ଡେସ୍କ: ବରିଷ୍ଠ ନେତା ମହମ୍ମଦ ମୋକିମଙ୍କୁ କଂଗ୍ରେସ ପ୍ରାଥମିକ...

୪୮ ଘଣ୍ଟାରେ ୨୦୧ କିମି ଚାଲି ରେକର୍ଡ କଲେ ଓଡ଼ିଆ ପୁଅ ସୁମିତ

ସମାଜଲାଇଭ ଡେସ୍କ: ଦୃଢ଼ ସଙ୍କଳ୍ପ ଏବଂ ଇଚ୍ଛାଶକ୍ତି ମଣିଷକୁ ସଫଳତାର ମାର୍ଗ...

ଦାୟିତ୍ଵ ନେଲେ ନିତିନ

ସମାଜଲାଇଭ ଡେସ୍କ: ବିଜେପିର ରାଷ୍ଟ୍ରୀୟ କାର୍ଯ୍ୟକାରୀ ସଭାପତି ଭାବେ ସୋମବାର ଦାୟିତ୍ଵ...

ଜୋର୍ଡାନରେ ପ୍ରଧାନମନ୍ତ୍ରୀ ମୋଦୀ

ସମାଜଲାଇଭ ଡେସ୍କ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ତ୍ରିରାଷ୍ଟ୍ରୀୟ ଗସ୍ତରେ ଯାଇ ସୋମବାର...

କେନାଲକୁ ନେଇ ଉତ୍ତେଜନା: ପ୍ରଶାସନ-ଗ୍ରାମବାସୀ ମୁହାଁମୁହିଁ, ୫୦ ଅଟକ

ସମାଜଲାଇଭ ଡେସ୍କ: ପୁରୀ ଜିଲା ବ୍ରହ୍ମଗିରି ଥାନା ଅନ୍ତର୍ଗତ ଚଉଦ ମଉଜା...

Related Articles

Popular Categories