www.samajalive.in
Friday, December 5, 2025
20.1 C
Bhubaneswar

ରାଜଧାନୀରେ ପାଉଁରୁଟି ଫ୍ୟାକ୍ଟ୍ରିରେ ଲାଗିଲା ନିଆଁ

ଭୁବନେଶ୍ୱର : ରାଜଧାନୀ ଭୁବନେଶ୍ୱର ସ୍ଥିତ ବଡଗଡରେ ଥିବା ଏକ ପାଉଁରୁଟି ଫ୍ୟାକ୍ଟ୍ରିରେ ଗୁୁରୁବାର ଅଗ୍ନିକାଣ୍ଡ ଘଟିଛି । ଖବର ପାଇ ଅଗ୍ନିଶମ ବାହିନୀ ଘଟଣାସ୍ଥଳରେ ପହଞ୍ଚି ନିଆଁକୁ ଆୟତ୍ତ କରୁଛନ୍ତି । କେଉଁ କାରଣରୁ ଅଗ୍ନିକାଣ୍ଡ ଘଟିଛି ସେନେଇ କୌଣସି ସ୍ପଷ୍ଟ ସୂଚନା ମିଳିନାହିଁ । ଏଥିରେ ହୋଇଥିବା କ୍ଷୟକ୍ଷତି ନେଇ କୌଣସି ସୂଚନା ମିଳିନାହିଁ ।

କାଲି ସୁଦ୍ଧା ଲଘୁଚାପ କ୍ଷେତ୍ର! ୨୪ ଘଣ୍ଟାରେ ପ୍ରବଳ ବର୍ଷା ସମ୍ଭାବନା..

- Advertisement -

 

Hot this week

ଆଜି ଇଣ୍ଡିଗୋର ୧ ହଜାରରୁ ଊର୍ଦ୍ଧ୍ବ ବିମାନ ରଦ୍ଦ, ତଦନ୍ତ କମିଟି ଗଠନ କଲେ ସରକାର

ସମାଜଲାଇଭ ଡେସ୍କ: ଇଣ୍ଡିଗୋ ବିମାନର ପରିଚାଳନାଗତ ସଙ୍କଟ ଜାରି ରହିଛି। ଇଣ୍ଡିଗୋ...

ସାରଥିଙ୍କ ବିରୋଧରେ ଚାର୍ଜଫ୍ରେମ

କଟକ :ସାରଥିଙ୍କ ବିରୋଧରେ ଚାର୍ଜଫ୍ରେମ । ଜାତିଆଣ ଆକ୍ଷେପ ଓ ଧର୍ମୀୟ...

ଜାତିସଂଘରେ ଭାରତର ସ୍ଥାୟୀ ସଦସ୍ୟତାକୁ ପୁଟିନଙ୍କ ସମର୍ଥନ

ସମାଜଲାଇଭ ଡେସ୍କ: ଭାରତ-ରୁଷ ମଧ୍ୟରେ ଶୁକ୍ରବାର ଶିଖର ସମ୍ମିଳନୀ ଶେଷ ହୋଇଛି।...

ପୁଟିନଙ୍କ ସହ ସାନ୍ଧ୍ୟ ଭୋଜନ: ରାହୁଲ, ଖଡଗେ ନୁହଁନ୍ତି, ଥରୁରଙ୍କୁ ମିଳିଲା ନିମନ୍ତ୍ରଣ

ସମାଜଲାଇଭ ଡେସ୍କ: ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କ ଭାରତ ଗସ୍ତର ଶୁକ୍ରବାର...

ମାସ୍କାସାରୁ ଜଙ୍ଗଲରେ ପୁଲିସ-ମାଓବାଦୀ ଗୁଳିବିନିମୟ

ସମାଜଲାଇଭ ଡେସ୍କ: କନ୍ଧମାଳ ଜିଲା ବାଲିଗୁଡ଼ା ଥାନା ଅନ୍ତର୍ଗତ ମାସ୍କାସାରୁ ଜଙ୍ଗଲରେ...

Related Articles

Popular Categories