www.samajalive.in
Saturday, December 6, 2025
17.1 C
Bhubaneswar

ଭୁବନେଶ୍ୱର ବିମାନବନ୍ଦରରୁ ୨୦ କେଜି ସୁନା ଜବତ..

ଭୁବନେଶ୍ୱର : ଭୁବନେଶ୍ୱର ବିମାନବନ୍ଦରରୁ ଶୁକ୍ରବାର ଜବତ ହୋଇଛି କେଜି କେଜି ସୁନା । ମୁମ୍ବାଇରୁ ଆସୁଥିବା ଇଣ୍ଡିଗୋ ବିମାନରୁ ପ୍ରାୟ ୨୦ କେଜି ସୁନାକୁ ରାଜ୍ୟ ଜିଏସଟି ବିଭାଗ ଜବତ କରିଛି । ଏହି ଘଟଣାରେ ୧୭ ବ୍ୟବସାୟୀଙ୍କୁ ପଚରାଉଚରା କରାଯାଉଛି । ବ୍ୟବସାୟୀଙ୍କ ମଧ୍ୟରେ ୫ ଜଣ ଭୁବନେଶ୍ୱରର ବୋଲି ଜଣାପଡିଛି । ଘଟଣାର ତଦନ୍ତ ଜାରି ରହିଛି ।

ସୂର୍ଯ୍ୟ,ବୁଧଙ୍କ ରାଶି ପରିବର୍ତ୍ତନ; ଏହି ରାଶିଙ୍କ ଖୋଲିବ ବନ୍ଦ ଭାଗ୍ୟର ତାଲା, ସବୁ ଇଚ୍ଛା ହେବ ପୂରଣ..

ଚଳନ୍ତା ଟ୍ରେନରେ ନାବାଳିକାଙ୍କୁ ଅସଦାଚରଣ ଅଭିଯୋଗରେ ରେଳ କର୍ମଚାରୀଙ୍କୁ ପିଟି ପିଟି ହତ୍ୟା..

- Advertisement -

Hot this week

ଗ୍ରାମ ପଞ୍ଚାୟତ ପିଅନ ପଦ ସୃଷ୍ଟି ନେଇ ମିଥ୍ୟା ପ୍ରଚାର ବିରୋଧରେ ଏଫ୍‌ଆଇଆର୍

ଭୁବନେଶ୍ୱର :ଗତ ନ‌ଭେମ୍ବର ୨୪ ତାରିଖରେ PR-PADM- OM-PG-064-2025/4232 ପତ୍ର ସଂଖ୍ୟା...

ଆମ ବସ ଧକ୍କାରେ ଜଣେ ମୃତ

ଭୁବନେଶ୍ୱର :ରାଜଧାନୀରେ ବଢିଚାଲିଛି ଦୁର୍ଘଟଣା ଜନିତ ମୃତ୍ୟୁ । ପୁଣି ଆମ...

ଭୁବନେଶ୍ଵରରେ ପହଞ୍ଚିଲେ ଦକ୍ଷିଣଆଫ୍ରିକା ଦଳର ୫ ଖେଳାଳି

ସମାଜଲାଇଭ ଡେସ୍କ: ଭୁବନେଶ୍ଵର ବିମାନବନ୍ଦରରେ ପହଞ୍ଚିଛନ୍ତି ଦକ୍ଷିଣଆଫ୍ରିକା କ୍ରିକେଟ ଦଳର ୫...

Related Articles

Popular Categories