ରାଜଧାନୀରେ ଚାଞ୍ଚଲ୍ୟ; ଆପାର୍ଟମେଣ୍ଟରୁ ଯୁବତୀଙ୍କ ମୃତଦେହ ଉଦ୍ଧାର, ପୁରୁଷ ବନ୍ଧୁ ଫେରାର୍‌..

ଭୁବନେଶ୍ୱର : ରାଜଧାନୀ ଭୁବନେଶ୍ୱରର ଖଣ୍ଡଗିରି ଅଞ୍ଚଳରେ ଏକ ଚାଞ୍ଚଲ୍ୟକର ଘଟଣା ଶୁକ୍ରବାର ସାମ୍ନାକୁ ଆସିଛି। ସନ୍ଦେହ ଜନକ ଅବସ୍ଥାରେ ଘର ଭିତରୁ ଜଣେ ଯୁବତୀଙ୍କ ମୃତଦେହ ଉଦ୍ଧାର କରାଯାଇଛି । ଖଣ୍ଡଗିରି ଥାନା ଅଧୀନରେ ଏକ ଆପାର୍ଟମେଣ୍ଟ ଘରୁ ଯୁବତୀଙ୍କ ମୃତଦେହ ଉଦ୍ଧାର କରାଯାଇଛି। ଯୁବତୀ ଜଣକ ନିଜ ପୁରୁଷ ବନ୍ଧୁଙ୍କ ସହ ଲିଭଇନରେ ରହୁଥିବା ପ୍ରାଥମିକ ତଦନ୍ତରୁ ଜଣାପଡିଛି । ଯୁବତୀଙ୍କ ମୃତଦେହ ଦେଖି ପୁରୁଷ ବନ୍ଧୁ ଫେରାର ହୋଇ ଯାଇଛନ୍ତି ବୋଲି ସୂଚନା … Continue reading ରାଜଧାନୀରେ ଚାଞ୍ଚଲ୍ୟ; ଆପାର୍ଟମେଣ୍ଟରୁ ଯୁବତୀଙ୍କ ମୃତଦେହ ଉଦ୍ଧାର, ପୁରୁଷ ବନ୍ଧୁ ଫେରାର୍‌..