www.samajalive.in
Friday, December 5, 2025
26.1 C
Bhubaneswar

ରାଜଧାନୀରେ ଚାଞ୍ଚଲ୍ୟ; ଭିଣୋଇ ଛୁରା ମାଡରେ ଶଳା ମୃତ

ଭୁବନେଶ୍ୱର : ଭିଣୋଇର ଛୁରା ମାଡରେ ଶଳା ମୃତ । ଏଭଳି ଅଘଟଣ ରାଜଧାନୀ ଭୁବନେଶ୍ୱରରେ ଘଟିଥିବା ନେଇ ଗୁରୁବାର ଖବର ମିଳିଛି । ଚନ୍ଦକା ଥାନା ମେଣ୍ଢାଶାଳ ଗାଁରେ ଏଭଳି ନୃଶଂସ ହତ୍ୟାକାଣ୍ଡ ଘଟିଛି । ମୃତ ଶାଳକଙ୍କ ପୁଅ ସହ ୨ ପୁତୁରା ଗୁରୁତର ହୋଇଛନ୍ତି । ତାଙ୍କୁ ଉଦ୍ଧାର କରି ହସ୍ପିଟାଲରେ ଭର୍ତ୍ତି କରାଯାଇଛି । ଖବର ପାଇ ପୁଲିସ ଘଟଣାସ୍ଥଳରେ ପହଞ୍ଚିଛି । ପାରିବାରିକ କଳହରୁ ଏହି ହତ୍ୟାକାଣ୍ଡ ଘଟିଛି ବୋଲି ପ୍ରାଥମିକ ତଦନ୍ତରୁ ଜଣାପଡିଛି । ଅଭିଯୁକ୍ତ ଭିଣୋଇକୁ ଅଟକ ରଖି ପୁଲିସ ପଚରାଉଚରା ସହ ଘଟଣାର ତଦନ୍ତ ଜାରି ରଖିଛି।

ବାତ୍ୟା ‘ଦାନା’ ପ୍ରଭାବ; ବାଲେଶ୍ୱରରେ ଘରୋଇ ବସ୍‌ ଚଳାଚଳ ବନ୍ଦ

- Advertisement -

 

Hot this week

ସାରଥିଙ୍କ ବିରୋଧରେ ଚାର୍ଜଫ୍ରେମ

କଟକ :ସାରଥିଙ୍କ ବିରୋଧରେ ଚାର୍ଜଫ୍ରେମ । ଜାତିଆଣ ଆକ୍ଷେପ ଓ ଧର୍ମୀୟ...

ଜାତିସଂଘରେ ଭାରତର ସ୍ଥାୟୀ ସଦସ୍ୟତାକୁ ପୁଟିନଙ୍କ ସମର୍ଥନ

ସମାଜଲାଇଭ ଡେସ୍କ: ଭାରତ-ରୁଷ ମଧ୍ୟରେ ଶୁକ୍ରବାର ଶିଖର ସମ୍ମିଳନୀ ଶେଷ ହୋଇଛି।...

ପୁଟିନଙ୍କ ସହ ସାନ୍ଧ୍ୟ ଭୋଜନ: ରାହୁଲ, ଖଡଗେ ନୁହଁନ୍ତି, ଥରୁରଙ୍କୁ ମିଳିଲା ନିମନ୍ତ୍ରଣ

ସମାଜଲାଇଭ ଡେସ୍କ: ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କ ଭାରତ ଗସ୍ତର ଶୁକ୍ରବାର...

ମାସ୍କାସାରୁ ଜଙ୍ଗଲରେ ପୁଲିସ-ମାଓବାଦୀ ଗୁଳିବିନିମୟ

ସମାଜଲାଇଭ ଡେସ୍କ: କନ୍ଧମାଳ ଜିଲା ବାଲିଗୁଡ଼ା ଥାନା ଅନ୍ତର୍ଗତ ମାସ୍କାସାରୁ ଜଙ୍ଗଲରେ...

ବାରବାଟୀରେ ଟିକେଟ ବ୍ଲାକ !

କଟକ :ବାରବାଟୀ ମ୍ୟାଚ ଲାଗି ଅଫଲାଇନ ଟିକେଟ ବିକ୍ରି । ସୋସିଆଲ...

Related Articles

Popular Categories