www.samajalive.in
Friday, December 5, 2025
27.1 C
Bhubaneswar

ନନ୍ଦନକାନନ ଏକ୍ସପ୍ରେସ ଟ୍ରେନ୍‌ ଉପରକୁ ଗୁଳିମାଡ

ଭୁବନେଶ୍ୱର : ନନ୍ଦନକାନନ ଏକ୍ସପ୍ରେସ ଟ୍ରେନ୍‌ ଉପରକୁ ମଙ୍ଗଳବାର ଦୁର୍ବୃତ୍ତ ଗୁଳିମାଡ କରିଛନ୍ତି । ଭଦ୍ରକ ଓ ବାଉଦପୁର ସେକ୍ସନ ମଝିରେ ଟ୍ରେନ୍‌ ଉପରକୁ ଗୁଳିମାଡ କରାଯାଇଥିବା ପ୍ରାଥମିକ ତଦନ୍ତରୁ ଜଣାପଡିଛି । ଟ୍ରେନ୍‌ ଉପରକୁ ୨ ରାଉଣ୍ଡ ଗୁଳିମାଡ ହୋଇଛି । ଗୁଳିମାଡରେ ଗାର୍ଡ ବଗିର ଝରକା କାଚ ଭାଙ୍ଗିଛି । ଖବର ପାଇ ଜିଆର୍‌ପି ଓ ସ୍ଥାନୀୟ ପୁଲିସ ଛାନ୍‌ଭିନ୍‌ ଆରମ୍ଭ କରିଛି ।

୨୦୨୫ରେ ଶନି-ଗୁରୁଙ୍କ ଚଳନ; ଏହି ରାଶିଙ୍କ ହେବ ସବୁ ସ୍ୱପ୍ନ ପୂରଣ, ହେବେ ଭାଗ୍ୟଶାଳୀ..

ମନ୍ଦିରରେ ଭୁଲ୍‌ ମାଗ, ୫ କୋଟି ଦିଅ,ନହେଲେ ଜୀବନରୁ ମାରି ଦେବୁ, ପୁଣି ଥରେ ସଲମାନ୍‌ଙ୍କୁ ହତ୍ୟା ଧମକ..

- Advertisement -

ଦେଖନ୍ତୁ ଭିଡିଓ; ବୃନ୍ଦାବନ ବାଙ୍କେ ବିହାରୀ ମନ୍ଦିରରେ ଚରଣ ଅମୃତ ଭାବି ଏସି ପାଣି ପିଇଲେ ଶ୍ରଦ୍ଧାଳୁ..

Hot this week

ଡ଼ଲାର ତୁଳନାରେ ଟଙ୍କାକୁ ମିଳିଲା ସାମାନ୍ୟ ଆଶ୍ଵସ୍ତି

ସମାଜ ଲାଇଭ ଡ଼େସ୍କ : ଡ଼ଲାର ତୁଳନାରେ ଟଙ୍କାର ମୂଲ୍ୟ ହ୍ରାସ...

ଜବତ ଗଞ୍ଜେଇ ହେରଫେର: ଥାନା ଅଧିକାରୀ ନିଲମ୍ବିତ

ସମାଜ ଡିଜିଟାଲ ଡେସ୍କ: ଜବତ ଗଞ୍ଜେଇ ହେରଫେର କରିଥିବା ଅଭିଯୋଗରେ କାର୍ଯ୍ୟରୁ...

ବିଶ୍ୱବିଦ୍ୟାଳୟରେ ଖାଲି ପଡିଛି ଏତିକି ପଦବୀ

ଭୁବନେଶ୍ୱର: ରାଜ୍ୟରେ ବିଶ୍ୱବିଦ୍ୟାଳୟ ଗୁଡିକରେ ଖାଲି ପଡିଛି ପ୍ରଧ୍ୟାପକ ପଦବୀ ।...

ମୋଦୀ କହିଲେ ଭାରତ ନିରପେକ୍ଷ ନୁହେଁ, ବିଶ୍ୱ ଶାନ୍ତି ସପକ୍ଷରେ; ପୁଟିନ କଣ କହିଲେ ଜାଣନ୍ତୁ

ସମାଜ ଡିଜିଟାଲ ଡେସ୍କ: ହାଇଦ୍ରାବାଦ ହାଉସରେ ଭାରତ-ରୁଷ ମଧ୍ୟରେ ଦ୍ୱିପାକ୍ଷିକ ଆଲୋଚନା...

କମିଲା ରେପୋ ହାର

ସମାଜ ଲାଇଭ ଡ଼େସ୍କ : ଭାରତୀୟ ରିଜର୍ଭ ବ୍ୟାଙ୍କର ତିନି ଦିନିଆ...

Related Articles

Popular Categories