www.samajalive.in
Friday, December 5, 2025
27.1 C
Bhubaneswar

ପଟିଆ ହଷ୍ଟେଲ୍‌ରୁ ମେଡିକାଲ କୋଚିଂ ନେଉଥିବା ଛାତ୍ରୀଙ୍କ ମୃତଦେହ ଉଦ୍ଧାର

ଭୁବନେଶ୍ୱର : ରାଜଧାନୀ ଭୁବନେଶ୍ୱରରେ ହଷ୍ଟେଲ୍‌ ରୁମ୍‌ରୁ ଗୁରୁବାର ଜଣେ ଛାତ୍ରୀଙ୍କ ମୃତଦେହ ଉଦ୍ଧାର ହୋଇଛି । ମେଡିକାଲ କୋଚିଂ ନେଉଥିବା ଛାତ୍ରୀଙ୍କ ଝୁଲନ୍ତା ମୃତଦେହକୁ ପୁଲିସ ଉଦ୍ଧାର କରିଛି । ପଟିଆ ସ୍ଥିତ ଘରୋଇ କୋଚିଂ ସେଣ୍ଟର ହଷ୍ଟେଲ୍‌ରୁ ଯୁବତୀଙ୍କ ମୃତଦେହ ଉଦ୍ଧାର ହେବା ପରେ ଚାଞ୍ଚଲ୍ୟ ସୃଷ୍ଟି ହୋଇଛି । ମୃତ ଛାତ୍ରୀଙ୍କ ଘର କଟକରେ ହୋଇଥିବା ପ୍ରାଥମିକ ତଦନ୍ତରୁ ଜଣାପଡିଛି । ସେ ହଷ୍ଟେଲରେ ରହି ପାଠ ପଢୁଥିଲେ । ଏହା ହତ୍ୟା କି ଆତ୍ମହତ୍ୟା କାରଣ ଅସ୍ପଷ୍ଟ ରହିଛି । ଖବର ପାଇ ଚନ୍ଦ୍ରଶେଖରପୁର ପୁଲିସ ପହଞ୍ଚି ଘଟଣାର ତଦନ୍ତ ଆରମ୍ଭ କରିଛି ।

ଉଷାଙ୍କୁ ପ୍ରଶଂସା କଲେ ଟ୍ରମ୍ପ; କହିଲେ ଉଷା ମୋଠାରୁ ଅଧିକ ଦକ୍ଷ..

ନଭେମ୍ବର ୭ରେ ଶୁକ୍ରଙ୍କ ଚଳନ; ୧୨ ରାଶି ଉପରେ ପଡିବ କି ପ୍ରଭାବ, ଜାଣନ୍ତୁ କିଏ ହେବେ ଭାଗ୍ୟଶାଳୀ, ମିଳିବ ଧନ,ସନ୍ତାନ ସୁଖ..

- Advertisement -

 

Hot this week

ଡ଼ଲାର ତୁଳନାରେ ଟଙ୍କାକୁ ମିଳିଲା ସାମାନ୍ୟ ଆଶ୍ଵସ୍ତି

ସମାଜ ଲାଇଭ ଡ଼େସ୍କ : ଡ଼ଲାର ତୁଳନାରେ ଟଙ୍କାର ମୂଲ୍ୟ ହ୍ରାସ...

ଜବତ ଗଞ୍ଜେଇ ହେରଫେର: ଥାନା ଅଧିକାରୀ ନିଲମ୍ବିତ

ସମାଜ ଡିଜିଟାଲ ଡେସ୍କ: ଜବତ ଗଞ୍ଜେଇ ହେରଫେର କରିଥିବା ଅଭିଯୋଗରେ କାର୍ଯ୍ୟରୁ...

ବିଶ୍ୱବିଦ୍ୟାଳୟରେ ଖାଲି ପଡିଛି ଏତିକି ପଦବୀ

ଭୁବନେଶ୍ୱର: ରାଜ୍ୟରେ ବିଶ୍ୱବିଦ୍ୟାଳୟ ଗୁଡିକରେ ଖାଲି ପଡିଛି ପ୍ରଧ୍ୟାପକ ପଦବୀ ।...

ମୋଦୀ କହିଲେ ଭାରତ ନିରପେକ୍ଷ ନୁହେଁ, ବିଶ୍ୱ ଶାନ୍ତି ସପକ୍ଷରେ; ପୁଟିନ କଣ କହିଲେ ଜାଣନ୍ତୁ

ସମାଜ ଡିଜିଟାଲ ଡେସ୍କ: ହାଇଦ୍ରାବାଦ ହାଉସରେ ଭାରତ-ରୁଷ ମଧ୍ୟରେ ଦ୍ୱିପାକ୍ଷିକ ଆଲୋଚନା...

କମିଲା ରେପୋ ହାର

ସମାଜ ଲାଇଭ ଡ଼େସ୍କ : ଭାରତୀୟ ରିଜର୍ଭ ବ୍ୟାଙ୍କର ତିନି ଦିନିଆ...

Related Articles

Popular Categories