www.samajalive.in
Monday, December 15, 2025
16.1 C
Bhubaneswar

ପଳାଶୁଣି ଛକରେ ଟ୍ରକ ଧକ୍କାରେ ମହିଳା ମୃତ

ଭୁବନେଶ୍ୱର : ପୁଣି ଭୁବନେଶ୍ୱର ପଳାଶୁଣି ଛକରେ ମର୍ମନ୍ତୁଦ ଦୁର୍ଘଟଣା । ପଳାଶୁଣି ଛକରେ ପୂର୍ବାହ୍ନ ୧୦ଟା ୩୦ରେ ଗୁରୁବାର ମର୍ମନ୍ତୁଦ ସଡକ ଦୁର୍ଘଟଣାରେ ଜଣେ ମହିଳାଙ୍କ ମୃତ୍ୟୁ ଘଟିଛି । ମହିଳାଙ୍କ ପରିଚୟ ଅସ୍ପଷ୍ଟ ଥିବା ବେଳେ ସେ ରାସ୍ତା ପାରି ହେଉଥିବା ସମୟରେ ଟ୍ରକ୍‌ ତାଙ୍କୁ ଧକ୍କା ଦେଇଥିଲା । ଫଳରେ ଘଟଣାସ୍ଥଳରେ ତାଙ୍କର ମୃତ୍ୟୁ ଘଟିଛି। ଘଟଣାସ୍ଥଳରୁ ଟ୍ରକ ସହ ଚାଳକ ଫେରାର ହୋଇ ଯାଇଛି । ଖବର ପାଇ ମଞ୍ଚେଶ୍ୱର ଥାନା ପୁଲିସ ପହଞ୍ଚି ଘଟଣାର ତଦନ୍ତ ଆରମ୍ଭ କରିଛି। ଦୁର୍ଘଟଣା ପରେ ସ୍ଥାନୀୟଲୋକେ ରାସ୍ତାରୋକ କରିଥିବା ସହ ଉତ୍ତେଜନା ଲାଗି ରହିଛି ।

ଅଜଣା ଗାଡ଼ି ଧକ୍କାରେ ବୃଦ୍ଧ ଗୁରୁତର

ବଡ ଖବର; ୨୪ ତାରିଖରେ ୨୦ ଲକ୍ଷ ମହିଳାଙ୍କୁ ମିଳିବ ‘ସୁଭଦ୍ରା’ ଟଙ୍କା, ଜାନୁଆରୀ, ଫେବୃଆରୀ ମିଳିବ ୨ୟ କିସ୍ତି..

- Advertisement -

 

Hot this week

ପୂର୍ବତନ ସାଂସଦ ଲକ୍ଷ୍ମଣ ଟୁଡୁଙ୍କ ଅସୁସ୍ଥତା ନେଇ ଚିନ୍ତା ବ୍ୟକ୍ତ କଲେ ମୁଖ୍ୟମନ୍ତ୍ରୀ

ସମାଜ ନ୍ୟୁଜ ଡେସ୍କ- ବରିଷ୍ଠ ନେତା ତଥା ପୂର୍ବତନ ସାଂସଦ ଶ୍ରୀ...

ହଷ୍ଟେଲରୁ ଛାତ୍ରଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ସମାଜ ଲାଇଭ ଡ଼େସ୍କ :ଯାଜପୁର ରଗଡ଼ି ସରକାରୀ ପଲିଟେକନିକ୍ କଲେଜ ହଷ୍ଟେଲରୁ...

ତୃତୀୟ T-20କୁ ସହଜରେ ଜିତିଲା ଟିମ୍ ଇଣ୍ଡିଆ; ସିରିଜ୍ ରେ ୨-୧ ରେ ଆଗୁଆ

ସମାଜ ନ୍ୟୁଜ ଡେସ୍କ- ଭାରତ ଦକ୍ଷିଣ ଆଫ୍ରିକା ମଧ୍ୟରେ ଧର୍ମଶାଳାରେ ଚାଲିଥିବା...

୬୯ତମ ରାଜ୍ୟ ସ୍ତରୀୟ ବିଦ୍ୟାଳୟ ସମୂହ ବୀଚ ଭଲିବଲ ଉଦଘାଟିତ

ସମାଜ ଡେସ୍କ : କେନ୍ଦ୍ରପଡା ଜିଲାର ରାଜନଗର ବ୍ଲକ ପେଣ୍ଠ ବେଳାଭୂମି...

ପ୍ରଣବ ବଳବନ୍ତରାୟଙ୍କ ଘରେ ପଶି ଭଙ୍ଗାରୁଜା ଅଭିଯୋଗ, ଡିଜିପିଙ୍କ କ୍ୟାମ୍ପ ଅଫିସ ଘେରାଉ

ସମାଜଲାଇଭ ଡେସ୍କ: ଧର୍ମଶାଳାର ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଘରେ ଭଙ୍ଗାରୁଜା...

Related Articles

Popular Categories