www.samajalive.in
Friday, December 5, 2025
27.1 C
Bhubaneswar

ରାଜ୍ୟସ୍ତରୀୟ ଶିଶୁ ମହୋତ୍ସବ “ଉତ୍ସାହ”; ଯୋଗ ଦେଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର : ରାଜଧାନୀ ଭୁବନେଶ୍ୱରରେ ରାଜ୍ୟସ୍ତରୀୟ ଶିଶୁ ମହୋତ୍ସବ “ଉତ୍ସାହ” (କ୍ରୀଡା ପ୍ରତିଯୋଗିତା)ର କଳିଙ୍ଗ ଷ୍ଟାଡିୟମ ଠାରେ ଉଦଘାଟନ ହୋଇଯାଇଛି। ଏହି କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ମୁଖ୍ୟ ଅତିଥି ଭାବେ ଯୋଗ ଦେଇଛନ୍ତି। ଏହାସହ ଉପ-ମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା, କନକ ବର୍ଦ୍ଧନ ସିଂହଦେଓ , କ୍ରୀଡା ମନ୍ତ୍ରୀ ସୂର୍ଯ୍ୟ ବଂଶୀ ସୂରଜ, ପଞ୍ଚାୟତ ରାଜ ମନ୍ତ୍ରୀ ରବି ନାୟକ ମଧ୍ୟ ଉପସ୍ଥିତ ରହିଥିଲେ।

ଡିସେମ୍ବରରେ ୪ ଗ୍ରହଙ୍କ ଚଳନ, ଏହି ରାଶି ହେବେ ଭାଗ୍ୟଶାଳୀ, ବଢିବ ଧନ, ନୂଆ ଚାକିରି ସହ ରହିଛି ବିବାହ ଯୋଗ..

ଦେଖନ୍ତୁ ଭିଡିଓ; ଐଶ୍ୱର୍ଯ୍ୟାଙ୍କ ନାମରୁ ହଟିଲା ‘ବଚ୍ଚନ’ ସାଙ୍ଗିଆ, ପ୍ରଶଂସକ କାବା !

- Advertisement -

 

ଦେଖନ୍ତୁ ଭିଡିଓ; କେମିତି ଗୁପ୍‌ଚୁପ୍‌ ଖାଉଛି ହାତୀ..

 

Hot this week

ଡ଼ଲାର ତୁଳନାରେ ଟଙ୍କାକୁ ମିଳିଲା ସାମାନ୍ୟ ଆଶ୍ଵସ୍ତି

ସମାଜ ଲାଇଭ ଡ଼େସ୍କ : ଡ଼ଲାର ତୁଳନାରେ ଟଙ୍କାର ମୂଲ୍ୟ ହ୍ରାସ...

ଜବତ ଗଞ୍ଜେଇ ହେରଫେର: ଥାନା ଅଧିକାରୀ ନିଲମ୍ବିତ

ସମାଜ ଡିଜିଟାଲ ଡେସ୍କ: ଜବତ ଗଞ୍ଜେଇ ହେରଫେର କରିଥିବା ଅଭିଯୋଗରେ କାର୍ଯ୍ୟରୁ...

ବିଶ୍ୱବିଦ୍ୟାଳୟରେ ଖାଲି ପଡିଛି ଏତିକି ପଦବୀ

ଭୁବନେଶ୍ୱର: ରାଜ୍ୟରେ ବିଶ୍ୱବିଦ୍ୟାଳୟ ଗୁଡିକରେ ଖାଲି ପଡିଛି ପ୍ରଧ୍ୟାପକ ପଦବୀ ।...

ମୋଦୀ କହିଲେ ଭାରତ ନିରପେକ୍ଷ ନୁହେଁ, ବିଶ୍ୱ ଶାନ୍ତି ସପକ୍ଷରେ; ପୁଟିନ କଣ କହିଲେ ଜାଣନ୍ତୁ

ସମାଜ ଡିଜିଟାଲ ଡେସ୍କ: ହାଇଦ୍ରାବାଦ ହାଉସରେ ଭାରତ-ରୁଷ ମଧ୍ୟରେ ଦ୍ୱିପାକ୍ଷିକ ଆଲୋଚନା...

କମିଲା ରେପୋ ହାର

ସମାଜ ଲାଇଭ ଡ଼େସ୍କ : ଭାରତୀୟ ରିଜର୍ଭ ବ୍ୟାଙ୍କର ତିନି ଦିନିଆ...

Related Articles

Popular Categories