www.samajalive.in
Saturday, December 6, 2025
26.1 C
Bhubaneswar

ଅନଲାଇନ୍‌ ଗେମ୍‌ ଖେଳି ଜୀବନ ହାରିଲେ ଯୁବକ

ଭୁବନେଶ୍ୱର : ଅନ୍‌ଲାଇନ୍‌ ଗେମ୍‌ ଖେଳି ଋଣଭାରରେ ବୁଡି ଜୀବନ ହାରିଛନ୍ତି ଯୁବକ । ଏଭଳି ଏକ ଅଭାବନୀୟ ଘଟଣା ରାଜଧାନୀର ଲିଙ୍ଗରାଜ ଥାନା ଅନ୍ତର୍ଗତ ତିନିମୁଣ୍ଡିଆ ଛକ ଅଞ୍ଚଳରେ ଘଟିଥିବା ଗୁରୁବାର ଖବର ସାମ୍ନାକୁ ଆସିଛି । ଯୁବକ ଜଣକ ଆତ୍ମହତ୍ୟା କରିଥିବା ଅଭିଯୋଗ ହୋଇଛି । ମୃତ ଯୁବକ ହେଉଛନ୍ତି ଶଶିକାନ୍ତ ମହାପାତ୍ର (୨୨) । ଯୁବକ ଜଣକ ଘରେ ଫାଶି ଲଗାଇ ଆତ୍ମହତ୍ୟା କରିଥିବା ବେଳେ ତାଙ୍କୁ ଗୁରୁତର ଅବସ୍ଥାରେ କ୍ୟାପିଟାଲ୍‌ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା । ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ । ଖବର ପାଇ ପୁଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି ।

ଦେଖନ୍ତୁ ଭିଡିଓ; କେମିତି ବିଚ୍‌ ରାସ୍ତାରେ ହଠାତ୍‌ ଲଢେଇ କଲେ ୪ ଷଣ୍ଢ..

Hot this week

ନିୟମିତ କରନ୍ତୁ ଏହି ଯୋଗାସନ, ଦୂର ହେବ ମଧୁମେହ…

ନୂଆଦିଲ୍ଲୀ: ସୁସ୍ଥ ଏବଂ ନିରୋଗ ରହିବାକୁ ଲୋକେ ବିଭିନ୍ନ ଉପାୟ ଅବଲମ୍ବନ...

ଇଣ୍ଡିଗୋ ଅଚଳାବସ୍ଥା ଘଟଣାରେ ଦାୟୀବ୍ୟକ୍ତି କ୍ଷତି ଭରିବାକୁ ମନ୍ତ୍ରୀଙ୍କ ନିଷ୍ପତ୍ତି

ସମାଜ ଲାଇଭ ଡ଼େସ୍କ : ଇଣ୍ଡିଗୋ ବିମାନ ଅଚଳାବସ୍ଥା ଘଟଣାରେ ବଡ...

ରସୁଣ ଏବଂ ମୂଳା ଚଟଣି: ଶୀତରେ ପାଟିକୁ ସୁଆଦିଆ

ସମାଜ ଡିଜିଟାଲ ଡେସ୍କ: ଶୀତ ଋତୁରେ ମୂଳା ବହୁଳ ଭାବରେ ବଜାରରେ...

୧୦ପିସ୍ତଲ ଓ ଗୋଟିଏ କାର୍ବାଇନ ସହ ବନ୍ଧୁକ ମାଫିଆ ଜବତ

ସମାଜ ଲାଇଭ ଡ଼େସ୍କ : ଭୁବନେଶ୍ୱରରେ ଏକ ବଡ ଧରଣର ଆନ୍ତଃରାଜ୍ୟ...

ଅନ୍ତିମ ଦିନିକିଆ: ଟସ୍‌ ଜିତି ବୋଲିଂ କରୁଛି ଭାରତ

ବିଶାଖାପାଟଣା: ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ଆଜି ଅନ୍ତିମ ଦିନିକିଆ...

Related Articles

Popular Categories