www.samajalive.in
Friday, December 5, 2025
27.1 C
Bhubaneswar

ରାଜ୍ୟରେ ବନ୍ଦ ହେବ ଗୋ ମାଂସ ଓ ଗୋ ଚାଲାଣ, ଗୋ ହତ୍ୟା ବନ୍ଦ ପାଇଁ ଆସିବ ଆଇନ-ଆଇନ ମନ୍ତ୍ରୀ

ଭୁବନେଶ୍ୱର : ଗୋ ହତ୍ୟା ବନ୍ଦ ପାଇଁ ଆସିବ ଆଇନ । ଆସାମ ପରି ଓଡିଶାରେ ବି ବନ୍ଦ ହେବ ଗୋ ହତ୍ୟା । ଏହାସହ ରାଜ୍ୟରେ ବନ୍ଦ ହେବ ଗୋ ମାଂସ ଓ ଗୋ ଚାଲାଣ । ରାଜ୍ୟରେ ସରକାର ଖୁବ୍‌ ଶୀଘ୍ର କଡା ଆଇନ ଆଣିବାକୁ ବିଚାର କରୁଛନ୍ତି । ଏନେଇ ସୂଚନା ଦେଇଛନ୍ତି ଆଇନ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ । ଗୋ ଚାଲାଣ ଓ ଗୋ ହତ୍ୟା ଉପରେ ରୋକ୍‌ ଲାଗିବ । ରାଜ୍ୟ ସରକାରଙ୍କ ଆଭିମୁଖ୍ୟ ସମ୍ପୂର୍ଣ୍ଣ ସ୍ପଷ୍ଟ ବୋଲି ଆଇନ ମନ୍ତ୍ରୀ କହିଛନ୍ତି ।

ନୂଆବର୍ଷ ୨୦୨୫ରେ ୪ ଗ୍ରହଙ୍କ ଚଳନ; ବାସ୍‌ ଆପଣାନ୍ତୁ ଏହି ଉପାୟ, ବର୍ଷଯାକ ସୁନାଭଳି ଚମକିବ ଭାଗ୍ୟ, ହେବେ ମାଲାମାଲ୍‌..

ଏହି ତାରିଖରେ ଜନ୍ମ ହୋଇଥିବା ବ୍ୟକ୍ତି ୨୦୨୫ ନୂଆବର୍ଷରେ ହେବେ ଭାଗ୍ୟଶାଳୀ…

- Advertisement -

Hot this week

ମୋଦୀ କହିଲେ ଭାରତ ନିରପେକ୍ଷ ନୁହେଁ, ବିଶ୍ୱ ଶାନ୍ତି ସପକ୍ଷରେ; ପୁଟିନ କଣ କହିଲେ ଜାଣନ୍ତୁ

ସମାଜ ଡିଜିଟାଲ ଡେସ୍କ: ହାଇଦ୍ରାବାଦ ହାଉସରେ ଭାରତ-ରୁଷ ମଧ୍ୟରେ ଦ୍ୱିପାକ୍ଷିକ ଆଲୋଚନା...

କମିଲା ରେପୋ ହାର

ସମାଜ ଲାଇଭ ଡ଼େସ୍କ : ଭାରତୀୟ ରିଜର୍ଭ ବ୍ୟାଙ୍କର ତିନି ଦିନିଆ...

ଆଜି ମଧ୍ୟରାତ୍ରି ପର୍ଯ୍ୟନ୍ତ ଇଣ୍ଡିଗୋ ବିମାନ ବାତିଲ

ସମାଜ ଲାଇଭ ଡ଼େସ୍କ : ଚତୁର୍ଥ ଦିନ ପାଇଁ ଇଣ୍ଡିଗୋ ବିମାନ...

ଭାରତ-ରୁଷ ଶିଖ ସମ୍ମିଳନୀ; ହାଇଦ୍ରାବାଦ ହାଉସରେ ଦ୍ୱିପାକ୍ଷିକ ଆଲୋଚନା ଆରମ୍ଭ

ନୂଆଦିଲ୍ଲୀ: ହାଇଦ୍ରାବାଦ ହାଉସରେ ଭାରତ-ରୁଷ ଦ୍ୱିପାକ୍ଷିକ ଆଲୋଚନା ଆରମ୍ଭ ହୋଇଛି ।...

ନିଆଁ ପୁଆଁଉଥୁବାବେଳେ ଅଘଟଣ

ହରଭଙ୍ଗା: ବୌଦ୍ଧ ଜିଲ୍ଲା ହରଭଙ୍ଗା ବ୍ଲକ ପୁରୁଣାକଟକ ଥାନା ନିକଟରେ ରହୁଥିବା...

Related Articles

Popular Categories