www.samajalive.in
Tuesday, December 9, 2025
15.1 C
Bhubaneswar

ପାହାଳ ଡୁପ୍ଲେକ୍ସରୁ ୪୦ ଲକ୍ଷର ସୁନାଗହଣା ଲୁଟି ନେଲେ..

ଭୁବନେଶ୍ୱର : ଲୁଟେରାଙ୍କ ଟାର୍ଗେଟରେ ରାଜଧାନୀ ଆପାର୍ଟମେଣ୍ଟ । ଗତ କିଛି ଦିନ ମଧ୍ୟରେ ଭୁବନେଶ୍ୱରର ଅନେକ ଆପାର୍ଟମେଣ୍ଟରୁ ଚୋରି ହୋଇଛି । ପାହାଳରୁ ଏକ ବଡ ଧରଣର ଲୁଟ୍‌ ହୋଇଥିବା ନେଇ ଶନିବାର ଖବର ସାମ୍ନାକୁ ଆସିଛି । ୪୦ ଲକ୍ଷ ଟଙ୍କାର ସୁନାଗହଣା ଲୁଟି ନେଲେ ଦୁର୍ବୃତ୍ତ । ପାହାଳ ଥାନା ସିଟି ହୋମ୍‌ ଡୁପ୍ଲେକ୍ସରେ ଘରେ ପଶି ଦୁର୍ବୃତ୍ତଘରେ କଳା କନା ବୁଲାଇଛନ୍ତି । ଝିଅ ବାହାଘର ପାଇଁ ସୁନା ଗହଣା ରଖିଥିଲେ ପରିବାର ଲୋକେ । ସିସିଟିଭି ଭାଙ୍ଗି ୬ ଜଣ ଲୁଟ୍‌ କରିଥିବା ଥାନାରେ ଅଭିଯୋଗ ହୋଇଛି । ଅଭିଯୋଗକୁ ଭିତ୍ତି କରି ପୁଲିସ ମାମଲା ରୁଜୁ କରିବା ସହ ଡିଭିଆର୍‌ରୁ ଭିଡିଓ ସଂଗ୍ରହ କରି ଘଟଣାର ତଦନ୍ତ ଆରମ୍ଭ କରିଛି ପୁଲିସ।

ଏକାଠି ହେବେ ଶନି-ଶୁକ୍ର; ନୂଆବର୍ଷରେ ସୁନାଭଳି ଚମକିବେ ଏହି ରାଶି, ହେବେ ଭାଗ୍ୟଶାଳୀ, ମିଳିବ ଧନ, ହେବ ବିବାହ..

Hot this week

ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ

 ଭୁବନେଶ୍ୱର - ରାଜ୍ୟର ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ...

ସମ୍ବଲପୁର ସାମ୍ବାଦିକମାନଙ୍କ ପାଇଁ କଳା ବର୍ଷ ସାଜିଛି ୨୦୨୫-ପ୍ରାଣ ହରାଇଲେଣି ୩ ଜଣ ଯୁବ ସାମ୍ବାଦିକ

ସମ୍ବଲପୁର : ସୋମବାର ଏକ ମର୍ମଦୁନ୍ତ ସଡକ ଦୁର୍ଘଟଣାରେ ରେଢ଼ାଖୋଲର କାର୍ଯ୍ୟରତ...

ବିଜିୟୁ ପକ୍ଷରୁ ୮ମ ସମାବର୍ତ୍ତନ ଉତ୍ସବ ପାଳିତ

ଭୁବନେଶ୍ୱର: ବିର୍ଲା ଗ୍ଲୋବାଲ ୟୁନିଭରସିଟି (ବିଜିୟୁ) ପକ୍ଷରୁ ଏହାର ୮ମ ସମାବର୍ତ୍ତନ...

ରାଜ୍ୟସ୍ତରୀୟ ବାହୁକୁସ୍ତି ପ୍ରତିଯୋଗିତା: କଟକର ଚନ୍ଦନ, ଆଦିତ୍ୟ ଚମ୍ପିଆନ

ଆଠଗଡ: ଆଠଗଡ ବାହୁକୁସ୍ତି ଆସୋସିଏସନ ଆନୁକୂଲ୍ୟରେ ସ୍ଥାନୀୟ ବିଜୁ ପଟ୍ଟନାୟକ କଲ୍ୟାଣ...

Related Articles

Popular Categories