ବହୁ ଚର୍ଚ୍ଚିତ ଧଉଳି ହତ୍ୟାକାଣ୍ଡର ପର୍ଦ୍ଦାଫାସ ; ପ୍ରେମ ସମ୍ପର୍କରୁ ଯୁବତୀଙ୍କୁ ହତ୍ୟା କରିଥିଲା ସିକ୍ୟୁରିଟି ଗାର୍ଡ
ଭୁବନେଶ୍ୱର : ଧଉଳି ଲିଙ୍ଗିପୁର ମେଳଣ ପଡିଆରୁ ଯୁବତୀଙ୍କ ମୃତଦେହ ମିଳିବା ଘଟଣାର ଗୁରୁବାର ପର୍ଦ୍ଦାଫାସ କରିଛି ପୁଲିସ। ପ୍ରେମ ଜନିତ ଘଟଣାକୁ ନେଇ ହତ୍ୟାକାଣ୍ଡ ଘଟିଥିବା ପୁଲିସ କମିଶନର ସୁରେଶ ଦେବଦତ୍ତ ସିଂ ସାମ୍ବାଦିକ ସମ୍ମିଳନୀ ଯୋଗେ ସୂଚନା ଦେଇଛନ୍ତି। ମିଳିଥିବା ସୂଚନାନୁଯାୟୀ, ଯୁବତୀଙ୍କ ଗଳିତ ମୃତଦେହ ମିଳିବାକୁ ନେଇ ଘଟଣାର ତଦନ୍ତ ପ୍ରାୟ ୩ ମାସ ହେବ ଚାଲୁ ରହିଥିଲା। ଜାନୁଆରୀ ୧୦ ତାରିଖରେ ଖଣ୍ଡଗିରି ଥାନାରେ ଯୁବତୀଙ୍କ ନିଖୋଜ ନେଇ ଏତଲା ହୋଇଥିଲା। … Continue reading ବହୁ ଚର୍ଚ୍ଚିତ ଧଉଳି ହତ୍ୟାକାଣ୍ଡର ପର୍ଦ୍ଦାଫାସ ; ପ୍ରେମ ସମ୍ପର୍କରୁ ଯୁବତୀଙ୍କୁ ହତ୍ୟା କରିଥିଲା ସିକ୍ୟୁରିଟି ଗାର୍ଡ
Copy and paste this URL into your WordPress site to embed
Copy and paste this code into your site to embed