www.samajalive.in
Sunday, December 7, 2025
26.1 C
Bhubaneswar

ରାଜଧାନୀରେ ବ୍ୟାପୁଛି ଝାଡାବାନ୍ତି

ଭୁବନେଶ୍ୱର : ରାଜଧାନୀ ଭୁବନେଶ୍ୱରରେ ବ୍ୟାପୁଛି ଝାଡାବାନ୍ତି । ୱାର୍ଡ ନମ୍ବର ୧୩ରେ ନୀଳାଦ୍ରି ନିବାସରେ ଝାଡାବାନ୍ତି ବ୍ୟାପୁଥିବା ନେଇ ମଙ୍ଗଳବାର ଖବର ସାମ୍ନାକୁ ଆସିଛି। ପ୍ରାୟ ୧୪୨ରୁ ଅଧିକ ଆକ୍ରାନ୍ତ ହୋଇଛନ୍ତି । ସେମାନଙ୍କ ଚିକିତ୍ସା ଜାରି ରହିଛି। ଘଟଣାସ୍ଥଳରେ ସ୍ୱାସ୍ଥ୍ୟ ବିଭାଗର ଟିମ୍‌ ପହଞ୍ଚି ଅନୁଧ୍ୟାନ କରୁଛି।

ଦୀର୍ଘ ବର୍ଷ ପରେ ଶକ୍ତିଶାଳୀ ତ୍ରିଗ୍ରହୀ ଯୋଗ ; ଏହି ରାଶି ହେବେ ଭାଗ୍ୟବାନ୍‌, ହଠାତ୍‌ ମିଳିବ ଧନ, ଚାକିରି, ରହିବନି ଚିନ୍ତା..

Hot this week

ଘଟଗାଁରେ ମୁଖ୍ୟମନ୍ତ୍ରୀ: ‘ମା’ ତାରିଣୀ ପୀଠ ସମନ୍ବିତ ବିକାଶ ପ୍ରକଳ୍ପ’ର କଲେ ଭିତ୍ତିପ୍ରସ୍ତର ସ୍ଥାପନ

କେନ୍ଦୁଝର: ଆଜି କେନ୍ଦୁଝର ଜିଲ୍ଲା ଗସ୍ତ କରିଛନ୍ତି ଓଡ଼ିଶାର ମୁଖ୍ୟମନ୍ତ୍ରୀ ମୋହନ...

ଭୁବନେଶ୍ୱରରେ ବୁମରା

ସମାଜ ଲାଇଭ ଡ଼େସ୍କ : ଭୁବନେଶ୍ୱରେ ପହଞ୍ଚିଲେ ଭାରତୀୟ କ୍ରିକେଟ ଦଳର...

ଆବଶ୍ୟକ ହେଲେ ପୀଡିତାଙ୍କୁ ଏୟାରଲିଫ୍ଟ କରାଯିବ : ମନ୍ତ୍ରୀ

ସୁନ୍ଦରଗଡ଼: ସୁନ୍ଦରଗଡ଼ ଜିଲା ରାଜଗାଙ୍ଗପୁର ଥାନା ଲାଞ୍ଜିବେର୍ନା ଅଞ୍ଚଳର କଲେଜ ଛାତ୍ରୀ...

ହ୍ୟୁମାନ୍‌ ମୃତ୍ୟୁର ତଦନ୍ତ ଲାଗି ମୁଖ୍ୟମନ୍ତ୍ରୀଙ୍କୁ ଅନୁରୋଧ କରିଛି

ଟିଟିଲାଗଡ଼ : ହ୍ୟୁମାନ୍ ସାଗରଙ୍କ ମୃତ୍ୟୁର ତଦନ୍ତ ନେଇ ପ୍ରତିକ୍ରିୟା ରଖିଛନ୍ତି...

ଟ୍ରକ୍‌-ବାଇକ୍ ଧକ୍କା : ସ୍ଵାମୀ ଆଗରେ ଚାଲିଗଲା ସ୍ତ୍ରୀର ଜୀବନ

ହରଭଙ୍ଗା : ବୌଦ୍ଧ ଜିଲ୍ଲା ହରଭଙ୍ଗା ବ୍ଲକ ପୁରୁଣାକଟକ ଥାନା ଅନ୍ତର୍ଗତ...

Related Articles

Popular Categories