www.samajalive.in
Friday, December 12, 2025
14.1 C
Bhubaneswar

ରାଜଧାନୀରେ ୧ କୋଟି ଟଙ୍କାର ଟ୍ରକ ଭର୍ତ୍ତି ଗଞ୍ଜେଇ ଜବତ

ଭୁବନେଶ୍ୱର : ରାଜଧାନୀରେ ପୁଲିସକୁ ମିଳିଛି ବଡ ସଫଳତା। ଭୁବନେଶ୍ୱରରୁ ସୋମବାର ଟ୍ରକ୍‌ ଭର୍ତ୍ତି ଗଞ୍ଜେଇ ଜବତ କରିଛି ପୁଲିସ। ଖଣ୍ଡଗିରିରୁ ଏହି ଗଞ୍ଜେଇ ଜବତ କରାଯାଇଛି । ଏହି ଗଞ୍ଜେଇ ଫୁଲବାଣୀରୁ ହିମାଚଳ ପ୍ରଦେଶ ଚାଲାଣ ହେଉଥିଲା ବୋଲି ଜଣାପଡିଛି । ପ୍ରାୟ ୫ କ୍ୱିଣ୍ଟାଲ ଗଞ୍ଜେଇ ଜବତ ହୋଇଥିବା ବେଳେ ଏହାର ଆନୁମାନିକ ମୂଲ୍ୟ ୧ କୋଟି ଟଙ୍କା ହେବ । ଚୋରାଚାଲାଣ ବେଳେ ପୁଲିସ ଗଞ୍ଜେଇକୁ ଜବତ କରିବା ସହ ତଦନ୍ତ ଜାରି ରଖିଛି ।

ମେ’ରେ ଶକ୍ତିଶାଳୀ ଗ୍ରହଙ୍କ ମହାଚଳନ: ଏହି ରାଶିଙ୍କ ଖୋଲିବ ବନ୍ଦ ଭାଗ୍ୟର ତାଲା, ହେବେ ମାଲାମାଲ୍‌, କିଣିବେ ଘର,ଗାଡି..

ସାମାନ୍ୟ ଆଶ୍ୱସ୍ତି ; କମିଲା ସୁନା ଦାମ୍‌

- Advertisement -

ଦେଖନ୍ତୁ ଭିଡିଓ; କୁଲ୍‌ଫି ଖାଇବା ବେଳେ ବାହାରିଲା ବ୍ଲେଡ୍‌,ଆଉ ତା’ପରେ..

Hot this week

ଜାନୁଆରୀ ୩୧ ରୁ ଓସିଏସ୍‌ ମୁଖ୍ୟ ଲିଖିତ ପରୀକ୍ଷା

କଟକ : ଓଡ଼ିଶା ଲୋକସେବା ଆୟୋଗ (ଓପିଏସ୍‌ସି) ଦ୍ବାରା ପରିଚାଳିତ ଓଡ଼ିଶା...

ସଜାଡ଼ିବାକୁ ଉଦ୍ୟମ : ମୋକିମ୍‌

କଟକ : ବାରବାଟୀ କଟକର ପୂର୍ବତନ ବିଧାୟକ ମହମ୍ମଦ ମୋକିମଙ୍କ ଚିଠିକୁ...

ଓଡ଼ିଶା ହେବ ଜବରଦଖଲମୁକ୍ତ

ଭୁବନେଶ୍ବର: ଓଡ଼ିଶାକୁ ଜବରଦଖଲମୁକ୍ତ କରିବାକୁ ରାଜସ୍ବ ବିଭାଗ ଅଣ୍ଟା ଭିଡ଼ିଛି। ବିଭାଗସ୍ତରରେ...

୬ ରାଜ୍ୟରେ ଏସ୍‌ଆଇଆର୍‌ ସମୟସୀମା ବୃଦ୍ଧି

ନୂଆଦିଲ୍ଲୀ: ନିର୍ବାଚନ କମିଶନ (ଇସି)ଙ୍କ ତରଫରୁ ଗୁରୁବାର ପାଞ୍ଚ ରାଜ୍ୟ ଓ...

କଂଗ୍ରେସ ହାଇକମାଣ୍ଡଙ୍କ ନିଷ୍ପତ୍ତିକୁ ଅପେକ୍ଷା

ଭୁବନେଶ୍ବର : ପୂର୍ବତନ ବିଧାୟକ ମହମ୍ମଦ ମୋକିମଙ୍କ ଚିଠିକୁ ନେଇ ରାଜ୍ୟ...

Related Articles

Popular Categories