www.samajalive.in
Monday, December 15, 2025
24.1 C
Bhubaneswar

୧୦ ଅଭିଯୁକ୍ତଙ୍କ ନାଁରେ ଏନ୍‌ଆଇଏ ଚାର୍ଜସିଟ୍

ଭୁବନେଶ୍ଵର : ବାଂଲାଦେଶୀ ନାବାଳିକା ଚାଲାଣ ଅଭିଯୋଗରେ ୧୦ ଅଭିଯୁକ୍ତଙ୍କ ନାଁରେ ଚାର୍ଜସିଟ୍ ଦାଖଲ ହୋଇଛି। ଭୁବନେଶ୍ଵର ସ୍ପେଶାଲ କୋର୍ଟରେ ଏନ୍‌ଆଇଏ ପକ୍ଷରୁ ଚାର୍ଜସିଟ୍ ଦାଖଲ କରାଯାଇଛି। ବାଂଲାଦେଶୀ ନାବାଳିକା ମାନଙ୍କୁ ଚାକିରି ଦେବା ନାଁରେ ଆଣି ଅନୈତିକ କାର୍ଯ୍ୟରେ  ଲଗାଉଥିବା ଅଭିଯୋଗ ହୋଇଛି। ସେମାନେ ଗରିବ ପରିବାରର ହୋଇଥିବାରୁ ଫାଇଦା ଉଠାଇବା ଲାଗି ଉଦ୍ୟମ କରାଯାଉଥିଲା। ପୂର୍ବରୁ ଓଡିଶା ପୁଲିସ୍‌ ୬ ଜଣଙ୍କ ନାଁରେ ଚାର୍ଜସିଟ୍ ଦାଖଲ କରିଥିଲା। ପରେ ଏହି ମାମଲାକୁ ଏନ୍‌ଆଇଏକୁ ହସ୍ତାନ୍ତର କରାଯାଇଥିଲା।

Hot this week

ମିଥ୍ୟା ପିନ୍ଧିଥାଏ ବସନ….

ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଦାୟିତ୍ୱ ନେବା ପରଠାରୁ ବର୍ତ୍ତମାନ ପର୍ଯ୍ୟନ୍ତ...

ଶ୍ରମଜୀବୀ ନା ଶ୍ରମଯୋଗୀ

ଖଣିଜ ପଦାର୍ଥ ସମୃଦ୍ଧ ରାଜ୍ୟ ମଧ୍ୟରେ ଅବିଭକ୍ତ ବିହାର ଓ ଓଡ଼ିଶା...

ଆଜିର ପଞ୍ଚାଙ୍ଗ: ସତର୍କ ରୁହନ୍ତୁ, ୧ଘଣ୍ଟା ପାଇଁ ରହିବ ରାହୁକାଳ

ସମାଜ ଡିଜିଟାଲ ଡେସ୍କ: ସନାତନ ଧର୍ମର ଅନୁଗାମୀମାନଙ୍କ ପାଇଁ ସଫଲା ଏକାଦଶୀର...

ଚିନ୍ତାକଳ୍ପ : ସ୍ଥିତପ୍ରଜ୍ଞ ମହାତ୍ମା

ଏକଦା ତୀର୍ଥଙ୍କର ମହାବୀର ପୂର୍ବ ଦିଗକୁ ମୁହଁକରି ଆଖିବୁଜି ଧ୍ୟାନସ୍ଥ ଥାଆନ୍ତି।...

ସମ୍ପାଦକୀୟ : ଷ୍ଟାମ୍ପ ଡ୍ୟୁଟି ସଂଶୋଧନ

ସାଧାରଣଙ୍କୁ ସୁହାଇବା ଉଚିତ ନିଜର ଗୋଟିଏ ଘର ତୋଳିବା କିମ୍ବା ଛୋଟ ଜମିଟିଏ...

Related Articles

Popular Categories