www.samajalive.in
Saturday, December 6, 2025
15.1 C
Bhubaneswar

ଆଜି ପଥୋତ୍ସବ ସ୍ଥଗିତ

ଭୁବନେଶ୍ଵର: କୋହଲା ପାଗ ଏବଂ ବର୍ଷା କାରଣରୁ ଆଜି ହେବାକୁ ଥିବା ପଥୋତ୍ସବକୁ ସ୍ଥଗିତ ରଖାଯାଇଥିବା  ବିଏମସି ପକ୍ଷରୁ ସୂଚନା ମିଳିଛି। ମାଷ୍ଟର କ୍ୟାଣ୍ଟିନରୁ ରାମ ମନ୍ଦିର ପର୍ଯ୍ୟନ୍ତ ୨୨, ୨୯ ଏବଂ ଜାନୁଆରୀ ୫ ତାରିଖରେ ପଥୋତ୍ସବ ଅନୁଷ୍ଠିତ ହେବା ନେଇ ବିଏମସି ପକ୍ଷରୁ ସ୍ପଷ୍ଟ କରାଯାଇଥିଲା। କିନ୍ତୁ ଆଜି ଏହା ସ୍ଥଗିତ କରାଯାଇଥିବାବେଳେ ୨୯ ଏବଂ ୫ ତାରିଖରେ ପୂର୍ବ ନିର୍ଦ୍ଧାରିତ କାର୍ଯ୍ୟକ୍ରମ ଅନୁସାରେ କରାଯିବ । ସ୍ଥଗିତ ଥିବା ପଥୋତ୍ସବର ତାରିଖ ଆଗାମୀ ଦିନରେ ଧାର୍ଯ୍ୟ କରାଯିବ ବୋଲି ବିଏମସି ପକ୍ଷରୁ ସୂଚନା ମିଳିଛି।

Hot this week

ବାପା_ମା_ଭଉଣୀକୁ_ହାଣି_ପକାଇଲା ପୁଅ

ଭୁବନେଶ୍ବର :ଏୟାରଫିଲ୍‌ଡ ଅଞ୍ଚଳରେ ଅଭାବନୀୟ ଘଟଣା । ପରିବାରବର୍ଗଙ୍କୁ ଗୋଡ଼ାଇ ଗୋଡ଼ାଇ...

ଗ୍ରାମ ପଞ୍ଚାୟତ ପିଅନ ପଦ ସୃଷ୍ଟି ନେଇ ମିଥ୍ୟା ପ୍ରଚାର ବିରୋଧରେ ଏଫ୍‌ଆଇଆର୍

ଭୁବନେଶ୍ୱର :ଗତ ନ‌ଭେମ୍ବର ୨୪ ତାରିଖରେ PR-PADM- OM-PG-064-2025/4232 ପତ୍ର ସଂଖ୍ୟା...

ଆମ ବସ ଧକ୍କାରେ ଜଣେ ମୃତ

ଭୁବନେଶ୍ୱର :ରାଜଧାନୀରେ ବଢିଚାଲିଛି ଦୁର୍ଘଟଣା ଜନିତ ମୃତ୍ୟୁ । ପୁଣି ଆମ...

Related Articles

Popular Categories