www.samajalive.in
Saturday, December 6, 2025
26.1 C
Bhubaneswar

ଆପାର୍ଟମେଣ୍ଟରେ ଭୟଙ୍କର ନିଆଁ, କାରଣ ଅସ୍ପଷ୍ଟ

ଭୁବନେଶ୍ଵର: ଆପାର୍ଟମେଣ୍ଟରେ ନିଆଁ। ଭୁବନେଶ୍ଵର ପଟିଆସ୍ଥିତ ଏକ ଆପାର୍ଟମେଣ୍ଟରେ ନିଆଁ ଲାଗିଯାଇଛି। ଆପାର୍ଟମେଣ୍ଟର ୮ମ ମହଲାରେ ଭୟଙ୍କର ଭାବେ ଅଗ୍ନିକାଣ୍ଡ ଘଟିଛି। ଏଥିରେ କେହି ଆହତ ହୋଇନଥିବା ସୂଚନା ମିଳିଛି। କିନ୍ତୁ ସାଇଡ୍ ରୁମରେ ଜଣେ ଦମ୍ପତ୍ତି ଫସିରହିଛନ୍ତି।  ତେବେ କିଭଳି ଭାବେ ନିଆଁ ଲାଗିଛି, ତାହା ଏପର୍ଯ୍ୟନ୍ତ ଜଣାପଡିନାହିଁ। ଅଗ୍ନିଶମବାହିନୀ ଘଟଣାସ୍ଥଳରେ ପହଞ୍ଚି ନିଆଁକୁ ଆୟତ୍ତ କରିବାକୁ ଉଦ୍ୟମ ଜାରି ରଖିଛି।

Hot this week

ବିଗ୍ ବସ୍ ୧୯ ଗ୍ରାଣ୍ଡ ଫିନାଲେ; କିଏ ହେବେ ବିଜେତା ?

ନୂଆଦିଲ୍ଲୀ: ସଲମାନ ଖାନଙ୍କ ରିଆଲିଟି ଶୋ, ବିଗ୍ ବସ୍ ୧୯ର ଗ୍ରାଣ୍ଡ...

ନିୟମିତ କରନ୍ତୁ ଏହି ଯୋଗାସନ, ଦୂର ହେବ ମଧୁମେହ…

ନୂଆଦିଲ୍ଲୀ: ସୁସ୍ଥ ଏବଂ ନିରୋଗ ରହିବାକୁ ଲୋକେ ବିଭିନ୍ନ ଉପାୟ ଅବଲମ୍ବନ...

ଇଣ୍ଡିଗୋ ଅଚଳାବସ୍ଥା ଘଟଣାରେ ଦାୟୀବ୍ୟକ୍ତି କ୍ଷତି ଭରିବାକୁ ମନ୍ତ୍ରୀଙ୍କ ନିଷ୍ପତ୍ତି

ସମାଜ ଲାଇଭ ଡ଼େସ୍କ : ଇଣ୍ଡିଗୋ ବିମାନ ଅଚଳାବସ୍ଥା ଘଟଣାରେ ବଡ...

ରସୁଣ ଏବଂ ମୂଳା ଚଟଣି: ଶୀତରେ ପାଟିକୁ ସୁଆଦିଆ

ସମାଜ ଡିଜିଟାଲ ଡେସ୍କ: ଶୀତ ଋତୁରେ ମୂଳା ବହୁଳ ଭାବରେ ବଜାରରେ...

୧୦ପିସ୍ତଲ ଓ ଗୋଟିଏ କାର୍ବାଇନ ସହ ବନ୍ଧୁକ ମାଫିଆ ଜବତ

ସମାଜ ଲାଇଭ ଡ଼େସ୍କ : ଭୁବନେଶ୍ୱରରେ ଏକ ବଡ ଧରଣର ଆନ୍ତଃରାଜ୍ୟ...

Related Articles

Popular Categories