ନବୀନ ସରକାରଙ୍କ ‘ନୂଆ ଓ’ କାର୍ଯ୍ୟକ୍ରମ ବନ୍ଦ କଲେ ମୋହନ ସରକାର

ଭୁବନେଶ୍ୱର : ନବୀନ ସରକାରଙ୍କ ‘ନୂଆ ଓ’ କାର୍ଯ୍ୟକ୍ରମ ବନ୍ଦ କଲେ ମୋହନ ସରକାର । ଆରମ୍ଭ ହେବ ଫାଇନାନସିଆଲ ଆସିଷ୍ଟାନ୍ସ ଟୁ ୟୁଜି ଆଣ୍ଡ ପିଜି ଷ୍ଟୁଡେଣ୍ଟସ । ସରକାର ଚଳିତ ବର୍ଷଠାରୁ ଏହି ନୂଆ ଯୋଜନା ପ୍ରଣୟନ କରିବେ । ଯୋଜନାର ନିର୍ଦ୍ଦେଶାବଳୀ ପ୍ରସ୍ତୁତି କାର୍ଯ୍ୟ ଚାଲିଥିବା କହିଛନ୍ତି ଉଚ୍ଚଶିକ୍ଷା ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂୂରଜ। ବିଧାୟକ ଚକ୍ରମଣି କହଁରଙ୍କ ପ୍ରଶ୍ନର ଉତ୍ତର ରଖି ବିଧାନସଭାରେ ଶୁକ୍ରବାର ଉଚ୍ଚଶିକ୍ଷା ମନ୍ତ୍ରୀ ଏହି ଉତ୍ତର ରଖିଛନ୍ତି । … Continue reading ନବୀନ ସରକାରଙ୍କ ‘ନୂଆ ଓ’ କାର୍ଯ୍ୟକ୍ରମ ବନ୍ଦ କଲେ ମୋହନ ସରକାର