ଭୁବନେଶ୍ୱର : ଓଡିଶା ବିଧାନସଭାରେ ପ୍ରଥମ ମହିଳା ବାଚସ୍ପତି ହେଲେ ପ୍ରମିଳା ମଲ୍ଲିକ। ଆଜି ପୂର୍ବାହ୍ନରେ ବାଚସ୍ପତି ଭାବେ ପ୍ରମିଳା ମଲ୍ଲିକ ନିର୍ଦ୍ୱନ୍ଦ୍ବରେ ନିର୍ବାଚିତ ହୋଇଛନ୍ତି। ଅନ୍ୟ କେହି ନାମାଙ୍କନ ଭରିନଥିବାରୁ ନିର୍ଦ୍ୱନ୍ଦ୍ବରେ ସର୍ବସମ୍ମତି କ୍ରମେ ବାଚସ୍ପତି ଭାବେ ନିର୍ବାଚିତ ହୋଇଛନ୍ତି। ନିର୍ବାଚିତ ହେବା ପରେ ବିଧିବଦ୍ଧ ଭାବେ ଦାୟିତ୍ୱ ଗ୍ରହଣ କରିଛନ୍ତି।

- Advertisement -




