www.samajalive.in
Sunday, December 14, 2025
19.1 C
Bhubaneswar

ସମ୍ପତ୍ତି ତାଲିକା ନଦେଲେ ପ୍ରମୋସନ୍ ବନ୍ଦ

ଭୁବନେଶ୍ଵର: ମୁଖ୍ୟମନ୍ତ୍ରୀଙ୍କ ବଡ଼ ଆକ୍ସନ, ଏଣିକି ସରକାରୀ କର୍ମଚାରୀଙ୍କ ପ୍ରମୋସନ ବନ୍ଦ। ସରକାରୀ ବାବୁଙ୍କ ସମ୍ପତ୍ତି ତାଲିକାକୁ ନେଇ କଠୋର ହୋଇଛନ୍ତି। ସମ୍ପତ୍ତି ତାଲିକା ନଦେଲେ ସରକାରୀ କର୍ମଚାରୀ ମାନଙ୍କର ପଦୋନ୍ନତି ହେବ ନାହିଁ । ସାଧାରଣ ପ୍ରଶାସନ ବିଭାଗ ପକ୍ଷରୁ ଏନେଇ ଚିଠି ଜାରି ହୋଇଛି । ଅତିରିକ୍ତ ମୁଖ୍ୟ ଶାସନ ସଚିବ ଏନେଇ ସବୁ ବିଭାଗକୁ ଚିଠି ଲେଖିଛନ୍ତି । ଜାନୁଆରୀ ମାସ ସୁଦ୍ଧା ସମ୍ପତ୍ତି ତାଲିକା ଦେବାକୁ ପୂର୍ବରୁ ନିର୍ଦ୍ଦେଶ ହୋଇଥିଲା । ଏହା ପୂର୍ବରୁ ବହୁବାର ଜିଏ ବିଭାଗ ପକ୍ଷରୁ ସମ୍ପତ୍ତି ତାଲିକା ଦେବାକୁ ଚିଠି ଲେଖାଯାଇଥିଲା । ହେଲେ ଅନେକ ବାବୁ ସମ୍ପତ୍ତି ତାଲିକା ଦେଇନାହାନ୍ତି । ତେଣୁ ସରକାର ଏବେ କଠୋର ହୋଇଛନ୍ତି ।

Hot this week

ସିଡ୍‌ନୀ ଗୁଳିକାଣ୍ଡ: ମୃତ୍ୟୁ ସଂଖ୍ୟା ୧୨କୁ ବୃଦ୍ଧି

ସିଡନୀ: ସିଡନୀର ବଣ୍ଡି ବିଚ୍‌ ଗୁଳିକାଣ୍ଡରେ ମୃତ୍ୟୁ ସଂଖ୍ୟା ୧୨କୁ ବୃଦ୍ଧି...

ସାଂସଦ ଅପରାଜିତ ଷଡ଼ଙ୍ଗୀଙ୍କ ଝିଅ ବିବାହ ଭୋଜି ଅନୁଷ୍ଠିତ

ଭୁବନେଶ୍ୱର: ସାସଂଦ ଅପରାଜିତା ଷଡଙ୍ଗୀଙ୍କ ଝିଅଙ୍କ ବିବାହ ଭୋଜି ରବିବାର ଭୁବନେଶ୍ଵର...

ଟସ୍‌ ଜିତି ବୋଲିଂ କରିବ ଭାରତ

ସମାଜଲାଇଭ ଡେସ୍କ: ଧର୍ମଶାଳାରେ ହେଉଥିବା ୩ୟ ଟି-୨୦ ମ୍ୟାଚରେ ଭାରତ ଟସ...

ଗୋପାଳପୁରରେ ୩ ଦିନିଆ ଦକ୍ଷିଣ ଏସୀୟ ମୈତ୍ରୀ ସମ୍ମିଳନୀ ଉଦଯାପିତ, ଯୋଗଦେଲେ ୧୮ଟି ରାଜ୍ୟର ପ୍ରତିନିଧି

ସମାଜ ନ୍ୟୁଜ ଡେସ୍କ- ଗଞ୍ଜାମ ଜିଲ୍ଲା ଗୋପାଳପୁର ବେଳାଭୂମି ଠାରେ ଥିବା...

କାର ଧକ୍କାରେ ବାଇକ୍ ଆରୋହୀ ମୃତ

ରେଙ୍ଗାଲିକ୍ୟାମ୍ପ: ଅତାବିରାସ୍ଥିତ ଏକ ପେଟ୍ରୋଲ ପମ୍ପ ସମ୍ମୁଖରେ ସଡ଼କ ଦୁର୍ଘଟଣାରେ ଜଣେ...

Related Articles

Popular Categories