www.samajalive.in
Saturday, December 6, 2025
26.1 C
Bhubaneswar

ଝାରପଡା ଜେଲରେ ଠକ ଦମ୍ପତ୍ତିଙ୍କୁ ଜେରା

ଭୁବନେଶ୍ବର :  ବହୁ ଚର୍ଚ୍ଚିତ ଯୋଡି ହଂସିତା ଅଭିଲିପ୍ସା-ଅନିଲ ମହାନ୍ତିଙ୍କ ପାଇଁ ବଢିଲା ଅଡୁଆ। ଆଜି ଝାରପଡା ଜେଲ ଯାଇ ଉଭୟଙ୍କୁ ଜେରା କରୁଛି ଆୟକର ବିଭାଗ।  ଯେଉଁ ରାକେଟ ଚଳାଇଥିଲେ ତା’ର ଗୁମର ଖୋଲୁଛି ପୁଲିସ। କେଉଁ ବଡ଼ବଡ଼ିଆଙ୍କୁ ଯୁବତୀ ଯୋଗାଉଥିଲେ ସେ ସଂକ୍ରାନ୍ତ ତଥ୍ୟ ହାତେଇବା ଲାଗି ତଦନ୍ତକାରୀ ଦଳ ଉଦ୍ୟମ କରୁଛି । ବିଦେଶୀ ଯୁବତୀଙ୍କୁ ଆଣି କେଉଁମାନଙ୍କୁ ଜନ୍ମଦିନରେ ଉପହାର ଦେଉଥିଲେ , ତା’ର ପ୍ରମାଣ ଖୋଜିବ । ଏଭଳି ଉପହାର ଦେବା ପଛରେ ଅନିଲ ହଂସିତାଙ୍କ ଉଦ୍ଦେଶ୍ୟ କ’ଣ ଥିଲା ତାହା ଜାଣିବାକୁ ଚାହୁଁଛି ପୁଲିସ। ପୂର୍ବରୁ ୧୬ ସ୍ଥାନରେ ଚଢାଉ କରି ଆଇଟି ଟିମ୍ ଅନେକ ତଥ୍ୟ ପାଇଛି। ୫୮ କୋଟିର ବେନାମୀ ସମ୍ପତ୍ତିର ପ୍ରମାଣ ମଧ୍ୟ ଆଇଟି ହାତରେ ଲାଗିଛି।

Hot this week

ବିଜେପିରେ ମିଶିଲେ ପ୍ରଫୁଲ୍ଲ ସାମଲଙ୍କ ଦୁଇ ପୁଅ

ଭୁବନେଶ୍ଵର: ବିଜେଡିକୁ ଶକ୍ତ ଝଟ୍‌କା ଲାଗିଛି। ପୂର୍ବତନ ମନ୍ତ୍ରୀ ତଥା ବିଜେଡି...

ଛାତ୍ରୀଙ୍କ ଆତ୍ମାହୁତି ଉଦ୍ୟମ ଘଟଣା: ଜଣେ ଅଟକ

ସୁନ୍ଦରଗଡ : ନିଜ ଦେହରେ ନିଜେ ନିଆଁ ଲଗାଇଲେ ଛାତ୍ରୀ। ସୁନ୍ଦରଗଡ...

ଯାତ୍ରୀଙ୍କୁ ଟଙ୍କା ଫେରାଇବ ଇଣ୍ଡିଗୋ

ସମାଜଲାଇଭ ଡେସ୍କ: ସମସ୍ତ ଯାତ୍ରୀଙ୍କୁ ଟିକେଟ ବାବଦ ଟଙ୍କା ଫେରସ୍ତ କରିବ...

ବାବ୍ରି ମସଜିଦ ପାଇଁ ଭିତ୍ତିପ୍ରସ୍ତର ସ୍ଥାପନ କଲେ ଟିଏମସିରୁ ନିଲମ୍ବିତ ବିଧାୟକ

ସମାଜଲାଇଭ ଡେସ୍କ: ଟିଏମସିରୁ ନିଲମ୍ବିତ ହୋଇଥିବା ବିଧାୟକ ହୁମାୟୁନ କବିର ବାବ୍ରି...

ଇଣ୍ଡିଗୋ ବିମାନ ସଙ୍କଟ : ସୁପ୍ରିମକୋର୍ଟରେ ଜନସ୍ୱାର୍ଥ ମାମଲା ଦାୟର

ନୂଆଦିଲ୍ଲୀ: ଇଣ୍ଡିଗୋ ବିମାନ ବାରମ୍ବାର ବାତିଲ ଯୋଗୁଁ ଯାତ୍ରୀ ମାନଙ୍କ ମଧ୍ୟରେ...

Related Articles

Popular Categories