ନୂଆବର୍ଷରୁ ହିତାଧିକାରୀଙ୍କୁ ମିଳିବ ଚାଉଳ ସହ ଗହମ- ଖାଦ୍ୟ ଯୋଗାଣ ମନ୍ତ୍ରୀ
ଭୁବନେଶ୍ୱର : ନୂଆବର୍ଷ ଅର୍ଥାତ୍ ଜାନୁଆରୀ ପ୍ରଥମ ସପ୍ତାହରୁ ହିତାଧିକାରୀଙ୍କୁ ମିଳିବ ଚାଉଳ ସହ ଗହମ । ଏନେଇ ଗୁରୁବାର ଖାଦ୍ୟ ଯୋଗାଣ ମନ୍ତ୍ରୀ କୃଷ୍ଣ ଚନ୍ଦ୍ର ପାତ୍ର ସୂଚନା ଦେଇ କହିଛନ୍ତି, ଗହମ ଆସିଛି, ସରକାରୀ ସ୍ତରରେ କାମ ବାକି ଥିବାରୁ ୨ ମାସ ବିଳମ୍ବ ହେବ । କେଉଁ ଜିଲାକୁ କେତେ ଗହମ ଆବଶ୍ୟକ ଜିଲ୍ଲାପାଳ ଏହାର ତଥ୍ୟ ଦେବେ । ୮୫ % ଇ-କେୱାଇସି ସରିଛି, ପୂରା ସରିବାକୁ ଆଉ ୧୫ ଦିନ ଲାଗିବ । ୧୬ ଲକ୍ଷରୁ ଅଧିକ ଅଯୋଗ୍ୟ ହିତାଧିକାରୀ ଚିହ୍ନଟ ହେଲେଣି ବୋଲି ମନ୍ତ୍ରୀ କହିଛନ୍ତି ।
ଜମ୍ମୁ-କାଶ୍ମୀର ବିଧାନସଭାରେ ବିଧାୟକଙ୍କ ମଧ୍ୟରେ ଧକ୍କା ଓ ମୁଥ ମରାମରି
Comments are closed.