www.samajalive.in
Friday, December 5, 2025
27.1 C
Bhubaneswar

ନଭେମ୍ବର ମାସରୁ ନୂଆ ରାସନ କାର୍ଡ ପାଇବେ ହିତାଧିକାରୀ

ଭୁବନେଶ୍ୱର : ନଭେମ୍ବର ମାସରୁ ନୂଆ ରାସନ କାର୍ଡ ପାଇବେ ହିତାଧିକାରୀ । ଏନେଇ ବୁଧବାର ଖାଦ୍ୟ ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ରଙ୍କ ପକ୍ଷରୁ ସୂଚନା ମିଳିଛି । ୧୦ ଲକ୍ଷ ଆବେଦନକାରୀଙ୍କ ଆବେଦନ ଯାଞ୍ଚ କରି କାର୍ଡ ଦିଆଯିବ । ଇକେୱାଇସି ପ୍ରକ୍ରିୟା ଶେଷ ହେଲେ ଅଯୋଗ୍ୟ ହିତାଧିକାରୀ ଜଣାପଡିବେ ବୋଲି ମନ୍ତ୍ରୀ କହିଛନ୍ତି ।

ଦେଖନ୍ତୁ ଛାତିଥରା ଭିଡିଓ; ଘର ବାହାରେ ବସି ଝୋଟି ପକାଉଥିଲେ ବାଳିକା, ମାଡିଗଲା ଦ୍ରୁତ ଗତି କାର୍‌..

ରାଜଧାନୀରେ ଚାଞ୍ଚଲ୍ୟ ;୨ ଜଣ ପ୍ରେମିକାଙ୍କ ପାଇଁ ଆନାସ୍ଥେସିଆ ଦେଇ ସ୍ତ୍ରୀକୁ ହତ୍ୟା କଲା ସ୍ୱାମୀ..

- Advertisement -

Hot this week

ମିଳିତ ଭାବେ ୟୁରିଆ ଉତ୍ପାଦନ କରିବେ ଭାରତ-ରୁଷ

ସମାଜଲାଇଭ ଡେସ୍କ: ଆଉ ରହିବନି ୟୁରିଆ ସାରର ଅଭାବ। ଏଣିକି ଭାରତ...

୭ ବୁଝାମଣା ଉପରେ ମୋଦୀ-ପୁଟିନଙ୍କ ସହମତି, ରୁଷ ନାଗରିକଙ୍କୁ ମାଗଣା ପର୍ଯ୍ୟଟକ ଭିଜା

ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ଏବଂ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ମଧ୍ୟରେ...

ଇଣ୍ଡିଗୋ ବିମାନ ସେବା ସମସ୍ୟା : ବଡ଼ ପଦକ୍ଷେପ ନେଲା ଡିଜିସିଏ

ସମାଜ ଲାଇଭ ଡ଼େସ୍କ : ଦେଶରେ ଇଣ୍ଡିଗୋ ବିମାନ ଚଳାଚଳରେ ଦେଖା...

ଏଏନଏମ୍‌ ପ୍ରଶ୍ନ ପତ୍ର ଲିକ୍‌ ପରେ ପରୀକ୍ଷା ବାତିଲ

ମାଲକାନଗିରି: ମାଲକାନଗିରି ଜିଲାରେ ଏଏନଏମ୍‌ ପରୀକ୍ଷା ପ୍ରଶ୍ନ ପତ୍ର ଲିକ୍ ହେବା...

ଡ଼ଲାର ତୁଳନାରେ ଟଙ୍କାକୁ ମିଳିଲା ସାମାନ୍ୟ ଆଶ୍ଵସ୍ତି

ସମାଜ ଲାଇଭ ଡ଼େସ୍କ : ଡ଼ଲାର ତୁଳନାରେ ଟଙ୍କାର ମୂଲ୍ୟ ହ୍ରାସ...

Related Articles

Popular Categories