ଭୁବନେଶ୍ଵର: ଆଜି ସାରା ଦେଶ ପାଳନ କରୁଛି ୭୬ତମ ସାଧାରଣତନ୍ତ୍ର ଦିବସ। ଦିଲ୍ଲୀଠୁ ପଲ୍ଲୀ ସବୁଠି ଉଡୁଛି ତ୍ରିରଙ୍ଗା। ଏହି ଅବସରରେ ଆଜି ସମାଜ ଭୁବନେଶ୍ବର ଶାଖା କାର୍ଯ୍ୟାଳୟ ରେ ସାଧାରଣତନ୍ତ୍ର ଦିବସ ପାଳନ ହୋଇଛି। ସମାଜର ସମ୍ପାଦକ ତପନ ମିଶ୍ର କାର୍ଯ୍ୟକ୍ରମରେ ଯୋଗଦେଇ ପତାକା ଉତ୍ତୋଳନ କରିଥିଲେ। ସମାଜର ବହୁ ବରିଷ୍ଠ କର୍ମକର୍ତ୍ତା ମଧ୍ୟ ସାମିଲ ହୋଇଥିଲେ।
Popular Categories



