www.samajalive.in
Monday, December 15, 2025
16.1 C
Bhubaneswar

‘ଭୁବନେଶ୍ବରରେ ହେବ ବିଶ୍ବସ୍ତରୀୟ ଷ୍ଟାଡିୟମ୍’

ଭୁବନେଶ୍ୱର : ଓଡ଼ିଶାରୁ ଶ୍ରେଷ୍ଠ କ୍ରୀଡ଼ାବିତ୍‌ ସୃଷ୍ଟି ପାଇଁ ରାଜ୍ୟ ସରକାର ବହୁବିଧ ପଦକ୍ଷେପ ନେଉଛନ୍ତି। ଏହି କ୍ରମରେ ଭୁବନେଶ୍ବରରେ ଆଉ ଏକ ବିଶ୍ବସ୍ତରୀୟ ଷ୍ଟାଡିୟମ୍ ନିର୍ମାଣ କରାଯିବ ବୋଲି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କହିଛନ୍ତି। ରବିବାର କଳିଙ୍ଗ ଷ୍ଟାଡିୟମ‌୍‌‌େ‌ର ଆୟୋଜିତ କଣ୍ଟିନେଣ୍ଟାଲ ବ୍ରୋଞ୍ଜ ଆଥଲେଟିକ୍ ପ୍ରତିଯୋଗିତାରେ ଯୋଗଦେଇ ମୁଖ୍ୟମନ୍ତ୍ରୀ କହିଥିଲେ ଯେ, କ୍ରୀଡ଼ା ଭିତ୍ତିଭୂମିର ବିକାଶ ପାଇଁ ସରକାର ଉଦ୍ୟମ କରୁଛନ୍ତି। ଆଗାମୀ ଦିନରେ ଓଡ଼ିଶାରେ ବିଶ୍ବସ୍ତରୀୟ ପ୍ରତିଯୋଗିତା ଆୟୋଜନ କରିବା ଦିଗରେ କାମ କରୁଛୁ। ତୃଣମୂଳସ୍ତରରେ କ୍ରୀଡ଼ା ପ୍ରତିଭାଙ୍କ ବିକାଶ ପାଇଁ ସବୁପ୍ରକାର ସୁବିଧା ସୁଯୋଗ ଯୋଗାଇ ଦିଆଯାଉଛି। ସମସ୍ତ ବ୍ଲକ୍‌ରେ ଆଧୁନିକ ଷ୍ଟାଡିୟମ୍ ନିର୍ମାଣ କରାଯାଉଛି। ଏଥିପାଇଁ ୪ ହଜାର କୋଟିରୁ ଅଧିକ ଟଙ୍କା ବ୍ୟୟ କରି ଭିତ୍ତିଭୂମି ସୁଦୃଢ଼ କରାଯିବ। ଏଥିସହ ଭୁବନେଶ୍ବରରେ ୧୦୦୦ କୋଟି ଟଙ୍କାର ସ୍ପୋର୍ଟ୍ସ କ‌େ‌ମ୍ପ୍ଲକ୍ସ ନିିର୍ମାଣ କରାଯିବ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି।

Hot this week

ଆଜି ବି ୬,୭୦୪ ଗାଁକୁ ରାସ୍ତା ନାହିଁ

ଭୁବନେଶ୍ବର: ଦେଶ ସ୍ବାଧୀନତାର ୭୭ବର୍ଷ ପରେ ବି ରାଜ୍ୟର ୬,୭୦୪ଟି ଗାଁକୁ...

ପଶ୍ଚିମ ଓଡ଼ିଶାରେ ପ୍ରଫେସର ସଙ୍କଟ

ସମ୍ବଲପୁର: ପଶ୍ଚିମ ଓଡ଼ିଶାର ଅଧିକାଂଶ ବିଶ୍ବବିଦ୍ୟାଳୟରେ ପ୍ରଫେସର ପଦ ଖାଲି ପଡ଼ିଛି।...

ମଧ୍ୟସ୍ଥତା ହିଁ ନ୍ୟାୟ ପ୍ରଣାଳୀର ସରଳ ବିକଳ୍ପ : ପ୍ରଧାନ ବିଚାରପତି

କଟକ: ବିଚାରାଧୀନ ମାମଲା, ବଢ଼ୁଥିବା ମକଦ୍ଦମା ଖର୍ଚ୍ଚ ଏବଂ ସମୟ ବ୍ୟୟ-ଏହି...

କଂଗ୍ରେସରୁ ବିଦା ହେଲେ ମୋକିମ୍‌ : ମହଙ୍ଗା ପଡିଲା ଦଳୀୟ ନେତୃତ୍ୱକୁ ଖୋଲାଖୋଲି ଚ୍ୟାଲେଞ୍ଜ

ସମାଜ ଡିଜିଟାଲ ଡେସ୍କ: ମହଙ୍ଗା ପଡିଲା ଦଳୀୟ ନେତୃତ୍ୱକୁ ଖୋଲାଖୋଲି ଚ୍ୟାଲେଞ୍ଜ...

ପୂର୍ବତନ ସାଂସଦ ଲକ୍ଷ୍ମଣ ଟୁଡୁଙ୍କ ଅସୁସ୍ଥତା ନେଇ ଚିନ୍ତା ବ୍ୟକ୍ତ କଲେ ମୁଖ୍ୟମନ୍ତ୍ରୀ

ସମାଜ ନ୍ୟୁଜ ଡେସ୍କ- ବରିଷ୍ଠ ନେତା ତଥା ପୂର୍ବତନ ସାଂସଦ ଶ୍ରୀ...

Related Articles

Popular Categories