www.samajalive.in
Saturday, December 6, 2025
26.1 C
Bhubaneswar

ବୁଧବାର ଦିନ ୧୨ଟା ପୂର୍ବରୁ ମିଳିବ ସୁଭଦ୍ରା ଟଙ୍କା

ଭୁବନେଶ୍ଵର: ୯ ତାରିଖ ( ବୁଧବାର) ସୁଭଦ୍ରା ଯୋଜନାର ପ୍ରଥମ କିସ୍ତିର ଦ୍ଵିତୀୟ ପର୍ଯ୍ୟାୟ ଟଙ୍କା ଦିଆଯିବ। ତେବେ ସୁଭଦ୍ରା ଟଙ୍କା ନେଇ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା ଏକ  ବଡ ସୂଚନା ଦେଇଛନ୍ତି।  ବୁଧବାର ଦିନ ୧୨ଟା ପୂର୍ବରୁ ହିତାଧିକାରୀଙ୍କୁ ସୁଭଦ୍ରା ଟଙ୍କା ମିଳିବ । ହିତାଧିକାରୀଙ୍କ ଆକାଉଣ୍ଟକୁ ପ୍ରଥମ କିସ୍ତି ପଠାଇବେ ମୁଖ୍ୟମନ୍ତ୍ରୀ।  ଏନପିସିଆଇ କ୍ଲିୟରାନ୍ସ ଥିବା ୩୫ ଲକ୍ଷରୁ ଅଧିକ ମହିଳାଙ୍କୁ ଏହି ଟଙ୍କା ମିଳିବ । ବର୍ତ୍ତମାନ୍ ସୁଦ୍ଧା ସୁଭଦ୍ରା ପାଇଁ ଏକ କୋଟି ମହିଳା ଆବେଦନ କରିସାରିଲେଣି। ସେପ୍ଟେମ୍ବର ୧୭ ତାରିଖରେ ସୁଭଦ୍ରା ଯୋଜନାର ପ୍ରଥମ କିସ୍ତି ଟଙ୍କା ଦିଆଯାଇଥିଲା। ପ୍ରଥମ ପର୍ଯ୍ୟାୟରେ ୨୫ ଲକ୍ଷ ୧୧ ହଜାର ହିତାଧିକାରୀଙ୍କୁ ଟଙ୍କା ମିଳିଥିଲା। ଡିସେମ୍ବର ମାସ ପୂର୍ବରୁ ସମସ୍ତ ହିତାଧିକାରୀଙ୍କୁ ଟଙ୍କା  ପ୍ରଦାନ କାର୍ଯ୍ୟ ଶେଷ ହେବ ବୋଲି କହିଛନ୍ତି।

Hot this week

ବିଗ୍ ବସ୍ ୧୯ ଗ୍ରାଣ୍ଡ ଫିନାଲେ; କିଏ ହେବେ ବିଜେତା ?

ନୂଆଦିଲ୍ଲୀ: ସଲମାନ ଖାନଙ୍କ ରିଆଲିଟି ଶୋ, ବିଗ୍ ବସ୍ ୧୯ର ଗ୍ରାଣ୍ଡ...

ନିୟମିତ କରନ୍ତୁ ଏହି ଯୋଗାସନ, ଦୂର ହେବ ମଧୁମେହ…

ନୂଆଦିଲ୍ଲୀ: ସୁସ୍ଥ ଏବଂ ନିରୋଗ ରହିବାକୁ ଲୋକେ ବିଭିନ୍ନ ଉପାୟ ଅବଲମ୍ବନ...

ଇଣ୍ଡିଗୋ ଅଚଳାବସ୍ଥା ଘଟଣାରେ ଦାୟୀବ୍ୟକ୍ତି କ୍ଷତି ଭରିବାକୁ ମନ୍ତ୍ରୀଙ୍କ ନିଷ୍ପତ୍ତି

ସମାଜ ଲାଇଭ ଡ଼େସ୍କ : ଇଣ୍ଡିଗୋ ବିମାନ ଅଚଳାବସ୍ଥା ଘଟଣାରେ ବଡ...

ରସୁଣ ଏବଂ ମୂଳା ଚଟଣି: ଶୀତରେ ପାଟିକୁ ସୁଆଦିଆ

ସମାଜ ଡିଜିଟାଲ ଡେସ୍କ: ଶୀତ ଋତୁରେ ମୂଳା ବହୁଳ ଭାବରେ ବଜାରରେ...

୧୦ପିସ୍ତଲ ଓ ଗୋଟିଏ କାର୍ବାଇନ ସହ ବନ୍ଧୁକ ମାଫିଆ ଜବତ

ସମାଜ ଲାଇଭ ଡ଼େସ୍କ : ଭୁବନେଶ୍ୱରରେ ଏକ ବଡ ଧରଣର ଆନ୍ତଃରାଜ୍ୟ...

Related Articles

Popular Categories