www.samajalive.in
Friday, December 5, 2025
23.1 C
Bhubaneswar

ରାଜଧାନୀରୁ ୩ ବାଘ ଛାଲ ବେପାରୀ ଗିରଫ

ଭୁବନେଶ୍ଵର : ସ୍ପେଶାଲ କ୍ରାଇମ୍ ୟୁନିଟ୍ ପଞ୍ଝାରେ ବାଘ ଛାଲ ବେପାରୀ। ଆଜି ରାଜଧାନୀ ଭୁବନେଶ୍ଵରରୁ ବାଘ ଛାଲ ସହ ୩ ବେପାରୀଙ୍କୁ ସ୍ପେଶାଲ କ୍ରାଇମବ୍ରାଞ୍ଚ ୟୁନିଟ୍ ଗିରଫ କରିଛି। ଜୟଦେବ ବିହାର ଅଞ୍ଚଳରେ ୩୦ ଲକ୍ଷ ଟଙ୍କାରେ ବାଘ ଛାଲ ଡିଲ୍ ବେଳେ କ୍ରାଇମବ୍ରାଞ୍ଚ ମାଡିବସିଛି। ଏହି ବେପାରୀ ମାନେ ବାଘ ଛାଲ କର୍ଣ୍ଣାଟକରୁ ଆଣି ଭୁବନେଶ୍ଵରରେ ଡିଲ କରୁଥିଲେ। ଗିରଫ ଅଭିଯୁକ୍ତମାନେ ହେଲେ ଖୋର୍ଦ୍ଧା ଡୁମଡୁମା ଅଞ୍ଚଳର ରୋହିତ୍‌ ମହାପାତ୍ର (୨୬), ଗଞ୍ଜାମ ଭଞ୍ଜନଗରର ମନଜିତ୍ ସାବତ(୨୧) ଏବଂ ଗଣ୍ଡମୁଣ୍ଡା ଅଞ୍ଚଳର ଶମ୍ଭୁ ବିଶୋଇ (୨୩) ବୋଲି ଜଣାପଡିଛି। ପୁଲିସ୍‌ ଘଟଣାରେ ଅଧିକ ତଦନ୍ତ ଜାରି ରଖିଛି।

Hot this week

ଫେବୃଆରୀ ୧୯ରୁ ମାଟ୍ରିକ୍‌ ପରୀକ୍ଷା; ଗଣତି ପରୀକ୍ଷା ଦିନ ଅଧିକ ୧୫ମିନିଟ୍‌

ସମାଜ ଡିଜିଟାଲ ଡେସ୍କ: ଫେବୃଆରୀ ୧୯ରୁ ରାଜ୍ୟରେ ଆରମ୍ଭ ହେବ ମାଟ୍ରିକ୍‌...

ରାଷ୍ଟ୍ରପତି ଭବନରେ ପୁଟିନଙ୍କୁ ଭବ୍ୟ ସ୍ଵାଗତ

ସମାଜ ଲାଇଭ ଡ଼େସ୍କ : ରାଷ୍ଟ୍ରପତି ଭବନରେ ପହଞ୍ଚିଲେ ରୁଷ ରାଷ୍ଟ୍ରପତି...

ବିଧାୟକଙ୍କୁ ହତ୍ୟା ଧମକ

କଣ୍ଟାବାଞ୍ଜି: ବଲାଙ୍ଗିର ଜିଲା କଣ୍ଟାବାଞ୍ଜି ବିଧାୟକ ଲକ୍ଷ୍ମଣ ବାଗଙ୍କୁ ଏଠାର ରେଳ...

ପୁଲିସ ଏସ୍‌ଆଇ ପରୀକ୍ଷା ଜାଲିଆତି: ମାଷ୍ଟରମାଇଣ୍ଡ ବିରଞ୍ଚି ନାୟକ ଗିରଫ

ସମାଜ ଡିଜିଟାଲ ଡେସ୍କ: ବହୁ ଚର୍ଚ୍ଚିତ ପୁଲିସ ଏସଆଇ ପରୀକ୍ଷା ଜାଲିଆତି...

ତେରଟି ଜିଲାରୁ ରାଷ୍ଟ୍ରୀୟ ଆୟର ଅଧେ

ଭାରତ ଏଡେ ବିରାଟ ଆକାରର ଦେଶ; ମାତ୍ର ତାହାର ମୋଟ ୭୦୫...

Related Articles

Popular Categories