www.samajalive.in
Saturday, December 6, 2025
23.1 C
Bhubaneswar

ୟୁନିଟ୍-୧ ପରିବା ମାର୍କେଟରେ ନିଆଁ: ଜଳିଗଲା ୫ ଦୋକାନ

ଭୁବ​‌ନେଶ୍ଵର: ରାଜଧାନୀର ୟୁନିଟ୍ ୧ ପରିବା ମାର୍କେଟ୍ ରେ ଅଗ୍ନିକାଣ୍ଡ। ଶନିବାର ବିଳମ୍ବିତ ରାତିରେ ଏହି ଅଗ୍ନିକାଣ୍ଡ ଘଟିଛି। ଏହି ଅଗ୍ନିକାଣ୍ଡରେ ୫ ଟି ଗୋଦାମ ଘର ଜଳିଯାଇଛି। ନିଆଁ ଲାଗି ଗୋଦାମରେ ଥିବା ଲକ୍ଷାଧିକ ଟଙ୍କାର ପନିପରିବା , ଟଙ୍କା, ଆସବାବପତ୍ର ଆଦି ଜଳି ପୋଡି ପାଉଁଶ ହୋଇଯାଇଛି। ପରେ ଖବର ପାଇ ଅଗ୍ନିଶମବାହିନୀ ଘଟଣାସ୍ଥଳରେ ପହଞ୍ଚି ନିଆଁକୁ ଆୟତ୍ତ କରିଛନ୍ତି। ବର୍ତ୍ତମାନ ପର୍ଯ୍ୟନ୍ତ ଅଗ୍ନିକାଣ୍ଡର କାରଣ ଜଣାପଡିନଥିବାବେଳେ ଏଥିରେ କେହି ମୃତହତ ହୋଇଥିବା ନେଇ ସୂଚନା ମିଳିନି। ପୁଲିସ୍ ଘଟଣାସ୍ଥଳରେ ପହଞ୍ଚି ଅଧିକ ଛାନଭିନ୍ ଜାରି ରଖିଛି।

Hot this week

ଇଣ୍ଡିଗୋ ବିମାନ ଅଚଳାବସ୍ଥା : ଚିଠି ଲେଖିଲା କଂଗ୍ରେସ

ସମାଜ ଲାଇଭ ଡ଼େସ୍କ : ଇଣ୍ଡିଗୋ ବିମାନ ସେବାରେ ବ୍ୟାପକ ବାଧା...

ମୁମ୍ବଇ, ଦିଲ୍ଲୀ… ଆଜି ଏହି ସହରରେ ବି ଇଣ୍ଡିଗୋ ବିମାନ ଉଡାଣ ବାତିଲ

ସମାଜ ଡିଜିଟାଲ ଡେସ୍କ: ଦେଶର ସର୍ବବୃହତ ବିମାନ କମ୍ପାନୀ ଇଣ୍ଡିଗୋରେ ହୋଇଥିବା...

ଭାରତ-ଦକ୍ଷିଣ ଆଫ୍ରିକା ନିର୍ଣ୍ଣାୟକ ଦିନିକିଆ ଆଜି

ବିଶାଖାପାଟଣା : ଘରୋଇ ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ଦିନିକିଆ...

ରାଶିଫଳ: ଏହି ଦୁଇ ରାଶିଙ୍କୁ କର୍ମକ୍ଷେତ୍ରରୁ ଅପୂର୍ବ ସଫଳତା ମିଳିବ

ମେଷ: ଅଧ୍ୟାପନାର ପ୍ରସ୍ତୁତି ସ୍ବରୂପ ଅଧ୍ୟୟନରତ ହୋଇପାରନ୍ତି। କର୍ମକ୍ଷେତ୍ର ସହିତ ଅନ୍ୟାନ୍ୟ ବିଭିନ୍ନ...

ବଦଳିବ ପ୍ରଥମରୁ ଦ୍ବାଦଶ ପାଠ୍ୟପୁସ୍ତକ

ସ୍ଥାନିତ ହେବ ସ୍ଥାନୀୟ ପ୍ରସଙ୍ଗ ଭୁବନେଶ୍ବର : ଆଗାମୀ ଦିନରେ ପିଲା ଆଉ...

Related Articles

Popular Categories