ଭୁବନେଶ୍ୱର : ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ କ୍ଷେତ୍ର। ଉତ୍ତର-ପୂର୍ବ ପାଶ୍ୱର୍ବର୍ତ୍ତୀ ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗରରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ୪୮ ଘଣ୍ଟାରେ ସୁଦୃଶ୍ୟ ଲଘୁଚାପରେ ପରିଣତ ହେବା ସମ୍ଭାବନା ରହିଛି।
ବଙ୍ଗୋପସାଗର ରେ ସୃଷ୍ଟି ହେଲା ଲଘୁଚାପ!!
ଉତ୍ତର-ପୂର୍ବ ପାର୍ଶ୍ଵବର୍ତ୍ତୀ ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗର ଅଞ୍ଚଳରେ ସୃଷ୍ଟି ହେଲା #ଲଘୁଚାପ | ଆଗାମୀ ୪୮ ଘଣ୍ଟା ମଧ୍ୟରେ ଆହୁରି ଘନୀଭୂତ ହୋଇ ସ୍ପଷ୍ଟଚିହ୍ନିତ ଲଘୁଚାପ ରେ ପରିଣତ ହୋଇ ଉତ୍ତର ଓଡିଶା-ପଶ୍ଚିମବଙ୍ଗ ଉପକୂଳ ମୁହାଁ ହେବା ସମ୍ଭାବନା ରହିଛି | pic.twitter.com/b9j578sW51
— Meteorological Centre, Bhubaneswar (@mcbbsr) September 29, 2023
କଟକ ଚୌଧୁରୀ ବଜାରରେ ଭୟାବହ ଅଗ୍ନିକାଣ୍ଡ
ପରେ ପଶ୍ଚିମବଙ୍ଗ ଉତ୍ତର ଓଡିଶା ଉପକୂଳ ମୁହାଁ ହେବା ସମ୍ଭାବନା ରହିଛି। ଏହାର ପ୍ରଭାବରେ ଆଜିଠାରୁ ବର୍ଷାର ପରିମାଣ ବଢିବ। ଆଗକୁ ବଡ ବର୍ଷା ଆସୁଥିବା ନେଇ ପାଣିପାଗ ବିଭାଗ ପକ୍ଷରୁ ସୂଚନା ମିଳିଛି।



