www.samajalive.in
Saturday, December 6, 2025
14.1 C
Bhubaneswar

ଦିନକ ପରେ ଶୀତ ସମ୍ଭାବନା

ଭୁବନେଶ୍ୱର : ଦିନକ ପରେ ଶୀତ ସମ୍ଭାବନା। ପାରଦ ତଳମୁହାଁ ହେବ। ୨୪ ଘଣ୍ଟାରେ ରାତି ତାପମାତ୍ରାରେ ବିଶେଷ ପରିବର୍ତ୍ତନ ହେବ ନାହିଁ। ମାତ୍ର ପରବର୍ତ୍ତୀ ସମୟରେ ପାରଦ ୩ ରୁ ୪ ଡିଗ୍ରୀ ଖସିବା ନେଇ ସମ୍ଭାବନା ରହିଛି।


ଏନେଇ ଆଜି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ମିଳିଛି।

Hot this week

ବାପା_ମା_ଭଉଣୀକୁ_ହାଣି_ପକାଇଲା ପୁଅ

ଭୁବନେଶ୍ବର :ଏୟାରଫିଲ୍‌ଡ ଅଞ୍ଚଳରେ ଅଭାବନୀୟ ଘଟଣା । ପରିବାରବର୍ଗଙ୍କୁ ଗୋଡ଼ାଇ ଗୋଡ଼ାଇ...

ଗ୍ରାମ ପଞ୍ଚାୟତ ପିଅନ ପଦ ସୃଷ୍ଟି ନେଇ ମିଥ୍ୟା ପ୍ରଚାର ବିରୋଧରେ ଏଫ୍‌ଆଇଆର୍

ଭୁବନେଶ୍ୱର :ଗତ ନ‌ଭେମ୍ବର ୨୪ ତାରିଖରେ PR-PADM- OM-PG-064-2025/4232 ପତ୍ର ସଂଖ୍ୟା...

ଆମ ବସ ଧକ୍କାରେ ଜଣେ ମୃତ

ଭୁବନେଶ୍ୱର :ରାଜଧାନୀରେ ବଢିଚାଲିଛି ଦୁର୍ଘଟଣା ଜନିତ ମୃତ୍ୟୁ । ପୁଣି ଆମ...

Related Articles

Popular Categories