www.samajalive.in
Wednesday, December 10, 2025
18.1 C
Bhubaneswar

ଆସୁଛି ବାତ୍ୟା, ଓଡ଼ିଶା ଉପରେ ସିଧା ପ୍ରଭାବ ନାହିଁ

ଭୁବନେଶ୍ୱର: ଦକ୍ଷିଣ ପୂର୍ବ ବଙ୍ଗୋପସାଗରରେ ଅବପାତ ଅଧିକ ଘନୀଭୂତ ହେଉଛି। ଆସନ୍ତା ୨୪ ଘଣ୍ଟାରେ ଅବପାତ ସାଇକ୍ଲୋନିକ ଷ୍ଟର୍ମ ରୂପ ନେଇପାରେ। ସାଇକ୍ଲୋନିକ ଷ୍ଟର୍ମ ପରେ ଉତ୍ତର-ପଶ୍ଚିମକୁ ମୁହାଁଇବା ସମ୍ଭାବନା ରହିଛି। ତାମିଲନାଡୁ ଓ ପୁଡୁଚେରୀ ଉପକୂଳ କରାଇକାଲ ଓ ମାମଲାପୁରମ ମଧ୍ୟରେ ଗତି କରିବ ପୂର୍ବାନୁମାନ କରାଯାଇଛି।

ଆସନ୍ତା ୨୫ ତାରିଖ ମଧ୍ୟାହ୍ନରେ ଭୀଷଣ ବାତ୍ୟା ଆଶଙ୍କା କରାଯାଇଛି। ୧୦୦ରୁ ୧୧୦ କିମି ବେଗରେ ପବନ ବହିବା ସମ୍ଭାବନା ରହିଛି। ତେବେ ଓଡ଼ିଶା ଉପରେ ଏହାର ସିଧା ପ୍ରଭାବ ପଡ଼ିବ ନାହିଁ। ୨୫-୨୬ ତାରିଖରେ ଦକ୍ଷିଣ ଓଡ଼ିଶାରେ ପ୍ରବଳ ବର୍ଷା ସମ୍ଭାବନା ରହିଛି । ୨୬ରେ ମାଲକାନଗିରି, କୋରାପୁଟ, ରାୟଗଡ଼ା, ଗଜପତିକୁ ୟେଲୋ ଓ୍ୱାର୍ଣ୍ଣିଂ ଜାରି କରାଯାଇଛି। ୨୫ ତାରିଖ ଯାଏଁ ଗଭୀର ସମୁଦ୍ରକୁ ନଯିବାକୁ ମତ୍ସ୍ୟଜୀବୀଙ୍କୁ ବାରଣ କରାଯାଇଛି।

Hot this week

ଆପଣଙ୍କ ବିଦ୍ୟୁତ୍‌ ବିଲ୍‌ କମାଇଦେବ AI

ନୂଆଦିଲ୍ଲୀ - ଏବେ ଏଆଇ ବା କୃତ୍ରିମ ବୁଦ୍ଧିମତାକୁ ନେଇ ଅନେକ...

ନିଶା ଭାବରେ ବ୍ୟବହାର କରାଯାଉଥିବା କଫ୍‌ ସିରଫ ବ୍ୟବସାୟ ରୋକିବା ପାଇଁ ପୁଲିସ ତତ୍ପର

କଟକ- ବେଆଇନ କଫ୍‌ ସିରପ ଚୋରା ଚାଲାଣ ଓ ବ୍ୟବସାୟ ରୋକିବା...

ସୁଧୁରୁଛି ସ୍ଥିତି- ଏବେ ବିମାନ ଚଳାଚଳ ସ୍ୱାଭାବିକ ହେବ

ଭୁବନେଶ୍ବର ବିଜୁପଟ୍ଟନାୟକ ଅନ୍ତର୍ଜାତୀୟ ବିମାନବନ୍ଦରରେ ଇଣ୍ଡିଗୋ ବିମାନ ଚଳାଚଳ ନେଇ ଦେଖାଦେଇଥିବା...

ଭାରତ ମୁସଲମାନ ମାନେ ଧମାନ୍ତରିତ : ବ୍ରିଜଭୂଷଣ ଶରଣ ସିଂ

ସମାଜ ଲାଇଭ ଡ଼େସ୍କ : ପୂର୍ବତନ କେସିଆରଗଞ୍ଜ ସାଂସଦ ବ୍ରିଜଭୂଷଣ ଶରଣ...

ମରକ୍କୋରେ ୨ଟି କୋଠା ଭୁଶୁଡ଼ି ୧୯ ମୃତ

ସମାଜ ଲାଇଭ ଡ଼େସ୍କ : ମରକ୍କୋର ଫେଜ୍‌ ସହରରେ ଦୁଇଟି କୋଠା...

Related Articles

Popular Categories