www.samajalive.in
Wednesday, December 10, 2025
14.1 C
Bhubaneswar

ଜାରି ରହିଛି ଶୀତ ; ୧୦ ଡିଗ୍ରୀ ତଳେ ୧୦ ସହର

ଭୁବନେଶ୍ୱର : ରାଜ୍ୟରେ ଜାରି ରହିଛି ଅସହ୍ୟ ଶୀତ। ୧୦ ଡିଗ୍ରୀ ତଳେ ୧୦ ସହରର ରାତି ତାପମାତ୍ରା ରେକର୍ଡ କରାଯାଇଛି। ୫.୮ ଡିଗ୍ରୀ ସହ ଜି. ଉଦୟଗିରି ସବୁଠାରୁ ଥଣ୍ଡା ସହର ରେକର୍ଡ କରାଯାଇଛି। ଫୁଲବାଣୀ ୭, କିରେଇ ୭.୭, ସିମିଳିଗୁଡା ଓ ଦାରିଙ୍ଗବାଡି ୮, କେନ୍ଦୁଝର ୮.୮, ସୁନ୍ଦରଗଡ ୮.୯, ଅନୁଗୁଳ ଓ ନବରଙ୍ଗପୁର ୯, ଭବାନୀପାଟଣା ୯.୫, କଟକ ୧୪.୪ ଓ ଭୁବନେଶ୍ୱର ୧୪.୮ ଡିଗ୍ରୀ ରେକର୍ଡ କରାଯାଇଛି।


ଏହାସହ ରାଜ୍ୟରେ ୨୪ ଘଣ୍ଟାରେ ରାତି ତାପମାତ୍ରା ଆହୁରି ବଢିବ। ଅଧିକାଂଶ ସ୍ଥାନରେ ରାତି ତାପମାତ୍ରା ୨ ଡିଗ୍ରୀ ବୃଦ୍ଧି ହେବା ନେଇ ସମ୍ଭାବନା ରହିଛି। ଗତ ୨୪ ଘଣ୍ଟାରେ ଅଧିକାଂଶ ସ୍ଥାନରେ ରାତି ତାପମାତ୍ରା ବୃଦ୍ଧି ପାଇଛି। ଏନେଇ ପାଣିପାଗ ବିଭାଗ ପକ୍ଷରୁ ସୂଚନା ମିଳିଛି।

Hot this week

ବାରବାଟୀରେ ଭାରତର ବିରାଟ ବିଜୟ

କଟକ -   ବାରବାଟୀରେ ଭାରତର ବିରାଟ ବିଜୟ । ଦକ୍ଷିଣ ଆଫ୍ରିକାକୁ...

ଛାତ୍ରଙ୍କୁ ରାଗିଂ: ଡ୍ରଗ୍ସ ନେବାକୁ ବାଧ୍ୟ କଲେ, ପାଇଖାନା ଚଟାଣ ଚଟାଇଲେ

ପିପିଲି: ରାଜ୍ୟର ଏକ ପ୍ରମୁଖ ଘରୋଇ ବିଶ୍ୱବିଦ୍ୟାଳୟ ଅଧୀନରେ ଥିବା ରାଜଧାନୀ...

ଦକ୍ଷିଣ ଆଫ୍ରିକାକୁ ୧୭୬ ରନର ଟାର୍ଗେଟ

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚରେ ଭ୍ରମଣକାରୀ ଦକ୍ଷିଣ ଆଫ୍ରିକାକୁ ୧୭୬...

ଭାରତର ପଞ୍ଚମ ଓ୍ୱିକେଟ ପତନ

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚରେ ଭାରତର ପଞ୍ଚମ ଓ୍ୱିକେଟ ପତନ...

ଭାରତର ତୃତୀୟ ଓ୍ୱିକେଟର ପତନ

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚରେ ଭାରତକୁ ତୃତୀୟ ଓ୍ୱିକେଟ୍‌ର ପତନ...

Related Articles

Popular Categories