www.samajalive.in
Sunday, December 7, 2025
26.1 C
Bhubaneswar

ଲୋକଙ୍କ ଐକ୍ୟବଦ୍ଧତା କରୋନା ମହାମାରୀ ବିରୁଦ୍ଧରେ ଆମର ସଂଗ୍ରାମକୁ ଅଧିକ ସଶକ୍ତ କରିବ:ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର : ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କହିଛନ୍ତି ଯେ ଓଡ଼ିଶାର ଜନସାଧାରଣ ତଥା ବିଶ୍ୱର ବିଭିନ୍ନ ସ୍ଥାନରେ ଥିବା ଓଡ଼ିଆମାନେ ଆମର କୋଭିଡ୍‌ ଯୋଦ୍ଧାମାନଙ୍କ ନିଷ୍ଠା, ତ୍ୟାଗ ଓ ସେବାକୁ ସମ୍ମାନ ଜଣାଇ ‘ବନ୍ଦେ ଉତ୍କଳ ଜନନୀ’ ସଂଗୀତ ଗାନ କରି ଅଭୂତପୂର୍ବ ଉତ୍ସାହ ପ୍ରଦର୍ଶନ କରିଛନ୍ତି। ଆମ କୋଭିଡ୍‌ ଯୋଦ୍ଧାମାନଙ୍କୁ କୃତଜ୍ଞତା ଜଣାଇ ଲକ୍ଷ ଲକ୍ଷ ଓଡ଼ିଆ ଏକ ସ୍ୱରରେ ଏହି ପରିବେଷଣ କରିଥିବାରୁ ଓଡ଼ିଶା ପ୍ରତି ସମଗ୍ର ବିଶ୍ୱ ଆକର୍ଷିତ ହୋଇଛି। ସମାଜର ସମସ୍ତ କ୍ଷେତ୍ରରୁ ଲୋକମାନଙ୍କର ଐକ୍ୟବଦ୍ଧତା କରୋନା ମହାମାରୀ ବିରୁଦ୍ଧରେ ଆମର ସଂଗ୍ରାମକୁ ଅଧିକ ସଶକ୍ତ କରିବ ବୋଲି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାକ ପ୍ରକାଶ କରିଛନ୍ତି।

Hot this week

ଘଟଗାଁରେ ମୁଖ୍ୟମନ୍ତ୍ରୀ: ‘ମା’ ତାରିଣୀ ପୀଠ ସମନ୍ବିତ ବିକାଶ ପ୍ରକଳ୍ପ’ର କଲେ ଭିତ୍ତିପ୍ରସ୍ତର ସ୍ଥାପନ

କେନ୍ଦୁଝର: ଆଜି କେନ୍ଦୁଝର ଜିଲ୍ଲା ଗସ୍ତ କରିଛନ୍ତି ଓଡ଼ିଶାର ମୁଖ୍ୟମନ୍ତ୍ରୀ ମୋହନ...

ଭୁବନେଶ୍ୱରରେ ବୁମରା

ସମାଜ ଲାଇଭ ଡ଼େସ୍କ : ଭୁବନେଶ୍ୱରେ ପହଞ୍ଚିଲେ ଭାରତୀୟ କ୍ରିକେଟ ଦଳର...

ଆବଶ୍ୟକ ହେଲେ ପୀଡିତାଙ୍କୁ ଏୟାରଲିଫ୍ଟ କରାଯିବ : ମନ୍ତ୍ରୀ

ସୁନ୍ଦରଗଡ଼: ସୁନ୍ଦରଗଡ଼ ଜିଲା ରାଜଗାଙ୍ଗପୁର ଥାନା ଲାଞ୍ଜିବେର୍ନା ଅଞ୍ଚଳର କଲେଜ ଛାତ୍ରୀ...

ହ୍ୟୁମାନ୍‌ ମୃତ୍ୟୁର ତଦନ୍ତ ଲାଗି ମୁଖ୍ୟମନ୍ତ୍ରୀଙ୍କୁ ଅନୁରୋଧ କରିଛି

ଟିଟିଲାଗଡ଼ : ହ୍ୟୁମାନ୍ ସାଗରଙ୍କ ମୃତ୍ୟୁର ତଦନ୍ତ ନେଇ ପ୍ରତିକ୍ରିୟା ରଖିଛନ୍ତି...

ଟ୍ରକ୍‌-ବାଇକ୍ ଧକ୍କା : ସ୍ଵାମୀ ଆଗରେ ଚାଲିଗଲା ସ୍ତ୍ରୀର ଜୀବନ

ହରଭଙ୍ଗା : ବୌଦ୍ଧ ଜିଲ୍ଲା ହରଭଙ୍ଗା ବ୍ଲକ ପୁରୁଣାକଟକ ଥାନା ଅନ୍ତର୍ଗତ...

Related Articles

Popular Categories