www.samajalive.in
Sunday, December 14, 2025
19.1 C
Bhubaneswar

ଆଜି ଭାରତୀୟ ବିଶ୍ବକପ୍‌ ଦଳ ଘୋଷଣା

ନୂଆଦିଲ୍ଲୀ : ଇଂଲଣ୍ଡରେ ଖେଳାଯିବାକୁ ଥିବା କ୍ରିକେଟ୍ ବିଶ୍ବକପ୍‌ ନିମନ୍ତେ ଭାରତୀୟ ଦଳର ଘୋଷଣା ସୋମବାର(ଆଜି) ଅପରାହ୍ଣରେ କରାଯିବ ବୋଲି ବିସିସିଆଇ ପକ୍ଷରୁ କୁହାଯାଇଛି । ସୋମବାର ମୁମ୍ବଇରେ ସିନିୟର ଦଳ ମନୋନୟନ କମିଟିର ବୈଠକ ଅନୁଷ୍ଠିତ ହେବ। ବୈଠକ ପରେ ଅପରାହ୍ଣ ୩ଟାରେ ସାମ୍ବାଦିକ ସମ୍ମିଳନୀରେ ଭାରତୀୟ ବିଶ୍ବକପ୍‌ ଦଳ ଘୋଷଣା କରାଯିବ। ବୈଠକରେ ମନୋନୟନକାରୀଙ୍କ ସହ ଅଧିନାୟକ ବିରାଟ କୋହଲି ଓ ମୁଖ୍ୟ ପ୍ରଶିକ୍ଷକ ରବି ଶାସ୍ତ୍ରୀ ଉପସ୍ଥିତ ରହିବେ ବୋଲି ଜଣାପଡ଼ିଛି । ବୈଠକ ପରେ ସାମ୍ବାଦିକ ସମ୍ମିଳନୀରେ ବିସିସିଆଇର କାର୍ଯ୍ୟକାରୀ ସମ୍ପାଦକ ଅମିତାଭ ଚୌଧୁରୀ ଓ ମୁଖ୍ୟ ମନୋନୟନକାରୀ ଏମ୍‌ଏସକେ ପ୍ରସାଦ ଉପସ୍ଥିତ ରହିବେ।

Hot this week

ସିଡ୍‌ନୀ ଗୁଳିକାଣ୍ଡ: ମୃତ୍ୟୁ ସଂଖ୍ୟା ୧୨କୁ ବୃଦ୍ଧି

ସିଡନୀ: ସିଡନୀର ବଣ୍ଡି ବିଚ୍‌ ଗୁଳିକାଣ୍ଡରେ ମୃତ୍ୟୁ ସଂଖ୍ୟା ୧୨କୁ ବୃଦ୍ଧି...

ସାଂସଦ ଅପରାଜିତ ଷଡ଼ଙ୍ଗୀଙ୍କ ଝିଅ ବିବାହ ଭୋଜି ଅନୁଷ୍ଠିତ

ଭୁବନେଶ୍ୱର: ସାସଂଦ ଅପରାଜିତା ଷଡଙ୍ଗୀଙ୍କ ଝିଅଙ୍କ ବିବାହ ଭୋଜି ରବିବାର ଭୁବନେଶ୍ଵର...

ଟସ୍‌ ଜିତି ବୋଲିଂ କରିବ ଭାରତ

ସମାଜଲାଇଭ ଡେସ୍କ: ଧର୍ମଶାଳାରେ ହେଉଥିବା ୩ୟ ଟି-୨୦ ମ୍ୟାଚରେ ଭାରତ ଟସ...

ଗୋପାଳପୁରରେ ୩ ଦିନିଆ ଦକ୍ଷିଣ ଏସୀୟ ମୈତ୍ରୀ ସମ୍ମିଳନୀ ଉଦଯାପିତ, ଯୋଗଦେଲେ ୧୮ଟି ରାଜ୍ୟର ପ୍ରତିନିଧି

ସମାଜ ନ୍ୟୁଜ ଡେସ୍କ- ଗଞ୍ଜାମ ଜିଲ୍ଲା ଗୋପାଳପୁର ବେଳାଭୂମି ଠାରେ ଥିବା...

କାର ଧକ୍କାରେ ବାଇକ୍ ଆରୋହୀ ମୃତ

ରେଙ୍ଗାଲିକ୍ୟାମ୍ପ: ଅତାବିରାସ୍ଥିତ ଏକ ପେଟ୍ରୋଲ ପମ୍ପ ସମ୍ମୁଖରେ ସଡ଼କ ଦୁର୍ଘଟଣାରେ ଜଣେ...

Related Articles

Popular Categories