www.samajalive.in
Monday, December 8, 2025
27.1 C
Bhubaneswar

ଭାଲୁ ଆକ୍ରମଣରେ ମହିଳା ଗୁରୁତର

ପାଟଣା : ପାଟଣା ବନାଞ୍ଚଳ ଅନ୍ତର୍ଗତ ଖଜୁରିପାଣି ଗ୍ରାମରେ ସୋମବାର ଭୋର ସମୟରେ ଭାଲୁ ଆକ୍ରମଣରେ ଜଣେ ମହିଳା ଗୁରୁତର ହୋଇଛନ୍ତି। ଗୁରୁତର ଅବସ୍ଥାରେ ତାଙ୍କୁ ପାଟଣା ମେଡ଼ିକାଲରେ ଭର୍ତ୍ତି କରାଯାଇଛି। ସୂଚନା ଯୋଗ୍ୟ, ଖଜୁରିପାଣି ଗ୍ରାମର କୁନ୍ତଳା ମହାକୁଡ଼ ନାମକ ଜଣେ ମହିଳା ମହୁଲ ଫୁଲ ସଂଗ୍ରହ କରିବାକୁ ଯାଇଥିବା ବେଳେ ଭାଲୁ ହାବୁଡ଼ରେ ପଡ଼ିଯାଇଥିବାର ଜଣାପଡ଼ିଛି। ଫଳରେ ଭାଲୁଟି ମହିଳାଙ୍କୁ ଆକ୍ରମଣ କରି ରକ୍ତାକ୍ତ କରିଦେଇଥିଲା। ସ୍ଥାନୀୟ ଲୋକେ ଘଟଣା ବିଷୟରେ ଜାଣିବା ପରେ ପାଟଣା ଅଗ୍ନିଶମ ବିଭାଗକୁ ଖବର ଦେଇଥିଲେ। ଖବର ପାଇ ଅଗ୍ନିଶମ ବିଭାଗ ଘଟଣାସ୍ଥଳରେ ପହଞ୍ଚି ଗୁରୁତର ଅବସ୍ଥାରେ ମହିଳାଙ୍କୁ ଉଦ୍ଧାର କରି ମେଡ଼ିକାଲରେ ଭର୍ତ୍ତି କରିଛନ୍ତି।

Hot this week

ସୁନା ବିସ୍କୁଟ୍ ଲୋଭ ଦେଖାଇ ବ୍ୟକ୍ତିଙ୍କଠାରୁ ୪ ଲକ୍ଷ ଟଙ୍କା ଠକେଇ, ୬ ଗିରଫ

ନୀଳଗିରି: ସୁନା ବିସ୍କୁଟ୍ ପ୍ରଲୋଭନ ଦେଖାଇ ବ୍ୟକ୍ତିଙ୍କଠାରୁ ୪ ଲକ୍ଷ ଟଙ୍କା...

ଆତ୍ମସମର୍ପଣ କଲେ ୧୨ ମାଓବାଦୀ

ମାଲକାନଗିରି: ଆତ୍ମସମର୍ପଣ କଲେ ୧୨ ମାଓବାଦୀ। କୁଖ୍ୟାତ ନକ୍ସଲବାଦୀ କମାଣ୍ଡର ଓ...

ବିବାହ ଭାଙ୍ଗିବା ପରେ ପରସ୍ପରଙ୍କୁ ଅନଫଲୋ କଲେ ମନ୍ଧାନା-ପଲାସ

ସମାଜଲାଇଭ ଡେସ୍କ: ଭାରତୀୟ ମହିଳା କ୍ରିକେଟ ଦଳର ଉପଅଧିନାୟିକା ସ୍ମୃତି ମନ୍ଧାନା...

ଭୟଙ୍କର ଅଗ୍ନିକାଣ୍ଡ: ଜଳିଗଲା ୫୦ରୁ ଅଧିକ ଫଳ ଦୋକାନ

ସମାଜଲାଇଭ ଡେସ୍କ: ବଲାଙ୍ଗିର ସହରରେ ଥିବା ଫଳ ବଜାରରେ ସୋମବାର ଭୟଙ୍କର...

Related Articles

Popular Categories