www.samajalive.in
Thursday, December 11, 2025
26.1 C
Bhubaneswar

ଭାଲୁ ଆକ୍ରମଣରେ ଯୁବକ ଗୁରୁତର

ପାଟଣା : କେନ୍ଦୁଝର ଜିଲ୍ଲା ପାଟଣା ରେଞ୍ଜ ଅନ୍ତର୍ଗତ ଫୁଲ ପାହାଡ଼ି ଗ୍ରାମରେ ଗତକାଲି ସନ୍ଧ୍ୟାରେ ଭାଲୁ ଆକ୍ରମଣରେ ଜଣେ ଯୁବକ ଗୁରୁତର ହୋଇଛନ୍ତି । ଗୁରୁତର ଯୁବକ ଜଣକ ଫୁଲପାହାଡ଼ି ଗ୍ରାମର କେସନ ଦେହୁରୀ ବୋଲି ଜଣାପଡିଛି । ସେ ଗତକାଲି ସନ୍ଧ୍ୟାରେ ହାଟରୁ ଘରକୁ ଫେରୁଥିବାବେଳେ ଗାଁ ମୁଣ୍ଡରେ ଏକ ଭାଲୁ ତାଙ୍କୁ ଆକ୍ରମଣ କରି ହାତକୁ କାମୁଡି ଦେଇଥିଲା। ଫଳରେ ହାତ ଭାଙ୍ଗି ଯିବା ସହ ହାତରୁ ପ୍ରବଳ ରକ୍ତସ୍ରାବ ହେବା ସହ ସେ ଗୁରୁତର ହୋଇପଡିଥିଲେ। ଆଜି ତାଙ୍କୁ ଗୁରୁତର ଅବସ୍ଥାରେ କରଞ୍ଜିଆ ମେଡିକାଲରେ ଭର୍ତ୍ତି କରାଯାଇଛି।

Hot this week

ଭାରତ ଉପରେ ୫୦% ଆମଦାନୀ ଶୁଳ୍କ ଲାଗୁ କଲା ମେକ୍ସିକୋ

ସମାଜଲାଇଭ ଡେସ୍କ: ଆମେରିକା ପରେ ଭାରତ ଉପରେ ୫୦% ପର୍ଯ୍ୟନ୍ତ ଶୁଳ୍କ...

ଅପରାହ୍ନ ୪ଟା ମୁଖ୍ୟ ଖବର

() ମାଲକାନଗିରିରେ ଉପମୁଖ୍ୟମନ୍ତ୍ରୀଙ୍କ ସମୀକ୍ଷା ବୈଠକ..ଆଇନଶୃଙ୍ଖଳା ବଜାୟ ରଖିବାକୁ ପ୍ରଶାସନକୁ ନିର୍ଦେଶ... ()...

୧୧ ମାଓବାଦୀଙ୍କ ବିରୋଧରେ ଚାର୍ଜସିଟ୍ ଦାଖଲ

ଭୁବନେଶ୍ବର: ରାଉରକେଲା ବାଙ୍କୋ ପଥର ଖଣିରୁ ୪ ହଜାର କିଲୋ ବିସ୍ଫୋରକ...

ଆରମ୍ଭ ହେଲା ଟ୍ରମ୍ପ ଗୋଲ୍ଡ କାର୍ଡ : ଆସନ୍ତୁ ଜାଣିବା କଣ ଏହା…

ନୂଆଦିଲ୍ଲୀ: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ନୂତନ ଭିସା କାର୍ଯ୍ୟକ୍ରମ...

ଆଇନଶୃଙ୍ଖଳା ବଜାୟ ରଖ: କେଭି

ମାଲକାନଗିରି : ମାଲକାନଗିରିରେ ଉପମୁଖ୍ୟମନ୍ତ୍ରୀଙ୍କ ବୈଠକ ଶେଷ ହୋଇଛି। ପର୍ଯ୍ୟାୟକ୍ରମେ ଦୁଇ...

Related Articles

Popular Categories