www.samajalive.in
Sunday, December 14, 2025
26.1 C
Bhubaneswar

ଭାଲୁ ଆକ୍ରମଣରେ ଚାଷୀ ଗୁରୁତର

ରେଢାଖୋଲ : ରେଢାଖୋଲ ବନଖଣ୍ଡ ଚାରମାଳ ରେଞ୍ଜ୍‍ ଅନ୍ତର୍ଗତ କଣ୍ଢାଳ ଗ୍ରାମର ସୁରୁ ଦେହୁରୀ(୨୫) ନାମକ ଚାଷୀ ଶୁକ୍ରବାର ଭାଲୁ ଆକ୍ରମଣରେ ଗୁରୁତର ହୋଇଛନ୍ତି। ପରିବାର ଲୋକେ ତାଙ୍କୁ ଉଦ୍ଧାର କରି ରେଢାଖୋଲ ଡାକ୍ତରଖାନାରେ ଭର୍ତ୍ତି କରିଥିଲେ। ତେବେ ଅବସ୍ଥା ଗୁରୁତର ଥିବାରୁ ତାଙ୍କୁ ବୁର୍ଲା ଡାକ୍ତରଖାନାକୁ ସ୍ଥାନାନ୍ତର କରାଯାଇଥିବା ଜଣାପଡ଼ିଛି। ସୂଚନା ଅନୁଯାୟୀ, ଆଜି ପୂର୍ବାହ୍ନ ପ୍ରାୟ ସାଢେ ୧୦ଟା ସମୟରେ ସୁରୁ ତାଙ୍କ ଚାଷ ଜମୀରେ ସାର ପକାଉଥିବା ବେଳେ ନିକଟସ୍ଥ ଜଙ୍ଗଲରୁ ଏକ ଭାଲୁ ଆସି ତାଙ୍କୁ ଆକ୍ରମଣ କରିଥିଲା।

Hot this week

ସିଡନୀର ବଣ୍ଡି ବିଚ୍‌ରେ ଗୁଳିକାଣ୍ଡ; ୧୦ ଜଣଙ୍କ ମୃତ୍ୟୁ, ପୁଲିସର ଜରୁରୀକାଳୀନ ଅପରେସନ୍ ଜାରି

ଅଷ୍ଟ୍ରେଲିଆ: ସିଡନୀର ବଣ୍ଡି ବିଚ୍‌ରେ ଗୁଳିକାଣ୍ଡ ଖବର ପରେ ରବିବାର ସକାଳେ...

ପୁଲିସ ହେପାଜତରେ ଅଭିଯୁକ୍ତଙ୍କ ମୃତ୍ୟୁ!

ସମାଜ ଡିଜିଟାଲ ଡେସ୍କ: ବାଣପୁର ପୁଲିସ ହେପାଜତରେ ଅଭିଯୁକ୍ତଙ୍କର ମୃତ୍ୟୁ ହୋଇଥିବା...

ଏସଆଇଆର ବିରୋଧରେ ଦିଲ୍ଲୀରେ କଂଗ୍ରେସର ମହାରାଲି

ନୂଆଦିଲ୍ଲୀ: ରାଜଧାନୀ ଦିଲ୍ଲୀରେ କଂଗ୍ରେସର ରଣହୁଙ୍କାର । ବିଭିନ୍ନ ରାଜ୍ୟରୁ ଶହଶହ...

ପଙ୍କଜ ଚୌଧୁରୀ ୟୁପିର ନୂତନ ବିଜେପି ସଭାପତି

ଉତ୍ତରପ୍ରଦେଶ: ସବୁ କଳ୍ପନା ଜଳ୍ପନାର ଅନ୍ତ ଘଟିଛି । ୟୁପି ବିଜେପିର...

ମେଘନାଦ ପାଚେରୀରୁ ପୁଣି ଗଳୁଛି ପାଣି

ପୁରୀ: ପୁରୀ ଶ୍ରୀମନ୍ଦିର ମେଘନାଦ ପାଚେରୀରୁ ପୁଣି ଗଳୁଛି ପାଣି ।...

Related Articles

Popular Categories