www.samajalive.in
Sunday, December 7, 2025
23.1 C
Bhubaneswar

ଦେଖନ୍ତୁ ଭିଡିଓ ; ଭାଲୁ ଛୁଆଙ୍କ ଏହି ମନଛୁଆଁ ଦୃଶ୍ୟ କେବେ ଦେଖିନଥିବେ..

ନୂଆଦିଲ୍ଲୀ : ସୋସିଆଲ ମିଡିଆରେ ସାଧାରଣତଃ ଜୀବଜନ୍ତୁଙ୍କ ଅନେକ ଭିଡିଓ ଭାଇରାଲ ହୋଇଥାଏ । ଏହି ଭିଡିଓ ଦେଖିବାକୁ ଖୁବ୍‌ ମନଛୁଆଁ ହୋଇଥାଏ । ନିକଟରେ ଏଭଳି ହିଁ ଏକ ଭିଡିଓ ଖୁବ୍‌ ଭାଇରାଲ ହେଉଛି । ଯାହା ସୋସିଆଲ ମିଡିଆରେ ସଭିଁଙ୍କ ଧ୍ୟାନକୁ ଆକର୍ଷିତ କରୁଛି । ଭିଡିଓରେ ଜଣେ ମହିଳା ଓ ଭାଲୁ ଛୁଆଙ୍କୁ ଦେଖିପାରିବେ । ଏହି ଭିଡିଓଟି ଅଲାସ୍କାରେ ରେକର୍ଡ କରାଯାଇଥିଲା ।


ଭିଡିଓକୁ ରେକର୍ଡ କରିଥିବା ମହିଳା ଜଣକ ଅନେକ ସମୟରେ ଜୀବଜନ୍ତୁଙ୍କ ସହ ଥିବା ଅନୁଭୂତି ଓ ମନଛୁଆଁ ଦୃଶ୍ୟକୁ ଶେୟାର କରି ଥାଆନ୍ତି । ମହିଳା ଜଣକ ପୋଷ୍ଟ ଶେୟାର କରି ଲେଖିଛନ୍ତି ଭାଲୁ ଛୁଆ ଗୁଡିକ ନିଜ ମାଆକୁ ଅପେକ୍ଷା କରି ରହିଛନ୍ତି । ତାଙ୍କ ମାଆ ନିକଟରେ ମାଛ ଧରୁଛି । ଗୋଟିଏ ଭାଲୁ ଗୋଡରେ ଠିଆ ହୋଇ ପର୍ଯ୍ୟଟକଙ୍କୁ ଧନ୍ୟବାଦ ଜଣାଇବା ଭଳି ଚାହୁଁଛି । ଭିଡିଓକୁ ଦେଖି ଲୋକେ ନିଜର ଭିନ୍ନ ଭିନ୍ନ ମତ ଦେଇଛନ୍ତି ।

ବୁଧ-ଶୁକ୍ର ଏକାଠି ପରେ ଅକ୍ଟୋବରରେ ଲକ୍ଷ୍ମୀ-ନାରାୟଣ ଯୋଗ ; ଏହି ରାଶିଙ୍କ ଚମକିବ ଭାଗ୍ୟ, ଧନ ଲାଭର ଯୋଗ..

- Advertisement -

ପୁଣି ମହଙ୍ଗା ହେବ ଏୟାରଟେଲ୍‌, ଜିଓ, ଭୋଡା ଫୋନ୍‌, ବିଏସଏନଏଲ ରିଚାର୍ଜ! ସରକାରଙ୍କ ଏହି ପଦକ୍ଷେପ ପରେ..

 

Hot this week

ଏସ୍‌ଆଇ ନିଯୁକ୍ତି ଦୁର୍ନୀତି ମାମଲା : ଯବାନଙ୍କ ସମେତ ଦୁଇ ଅଟକ

ଭୁବନେଶ୍ଵର : ପୁଲିସ ଏସ୍‌ଆଇ ନିଯୁକ୍ତି ଦୁର୍ନୀତି ମାମଲା । ଏସ୍ଏ‌ସ୍‌ବି...

ଗୋଆ ଅଗ୍ନିକାଣ୍ଡ: ମୃତକଙ୍କ ପରିବାରକୁ ୨ଲକ୍ଷ ଟଙ୍କାର ଅନୁକମ୍ପା ଘୋଷଣା କଲେ ପ୍ରଧାନମନ୍ତ୍ରୀ

ସମାଜ ଲାଇଭ ଡ଼େସ୍କ : ଗୋଆ ନାଇଟ୍ କ୍ଲବ୍ ଅଗ୍ନିକାଣ୍ଡ ଘଟଣାରେ...

ଅଲାସ୍କା-କାନାଡାର ସୀମାବର୍ତ୍ତୀ ଅଞ୍ଚଳରେ ଭୂକମ୍ପ ଝଟ୍‌କା

ନୂଆଦିଲ୍ଲୀ: ଅଲାସ୍କା ଏବଂ କାନାଡିୟ ଅଞ୍ଚଳ ୟୁକୋନ ସୀମା ନିକଟବର୍ତ୍ତୀ ଅଞ୍ଚଳରେ...

ଘରର ଏହି ଦିଗରେ ରଖନ୍ତୁ ଏହି ଖାସ୍‌ ଜିନିଷ : ଜୀବନରେ ଆସିବ ଉନ୍ନତି , ହେବ ଧନ ବର୍ଷା

ନୂଆଦିଲ୍ଲୀ : ବାସ୍ତୁ ଶାସ୍ତ୍ର ଅନୁଯାୟୀ ଘରେ କିଛି ଖାସ୍ ବସ୍ତୁ...

ଅହୋରାତ୍ର ଧାରଣାରେ ପ୍ରାଥମିକ ଶିକ୍ଷକ ମହାସଂଘ

ଭୁବନେଶ୍ୱର,୬ା୧୨(ନି.ପ୍ର): ଗାନ୍ଧୀମାର୍ଗରେ ପ୍ରାଥମିକ ଶିକ୍ଷକ ମହାସଂଘର ଅହୋରାତ୍ର ଆନ୍ଦୋଳନ ଜାରି ରହିଛି।...

Related Articles

Popular Categories