www.samajalive.in
Friday, December 5, 2025
16.1 C
Bhubaneswar

ପଶ୍ଚିମବଙ୍ଗରେ ପୁଲିସକୁ ନିସ୍ତୁକ ମାଡ

ସମାଜ ଡିଜିଟାଲ ଡେସ୍କ: ପଶ୍ଚିମବଙ୍ଗରେ ପୁଲିସକୁ ନିସ୍ତୁକ ପିଟିଲେ ଲୋକେ । ପଶ୍ଚିମବଙ୍ଗ ଏଗ୍ରା ମହକୁମା ହସ୍ପିଟାଲ୍‍ ବାହାରେ ଉତ୍ତ୍ୟକ୍ତ ଲୋକମାନେ ପୁଲିସକୁ ନିସ୍ତୁକ ମାଡ ମାରିଛନ୍ତି । ପୁଲିସ ପୋଷାକ ଚିରି ତଳେ ଘୋଷାଡି ପିଟିଲେ ଉତ୍ତ୍ୟକ୍ତ ଲୋକେ । ହସ୍ପିଟାଲରେ ଚିକିତ୍ସା ଅବହେଳାରୁ ଶିଶୁ ମୃତ୍ୟୁ ଅଭିଯୋଗରୁ ତୁମୁଳକାଣ୍ଡ ଘଟିଥିବା ସୂଚନା ମିଳିଛି । ପରିବରେ ଲୋକଙ୍କୁ ବୁଝାସୁଝା କରିବାକୁ ଯାଇଥିବା ପୁଲିସ ଉପରେ ରାଗ ଶୁଝାଇଥିଲେ ଲୋକେ । ଘଟଣାସ୍ଥଳରେ ଉତ୍ତେଜନା ପରିସ୍ଥିତି ଲାଗି ରହିଛି ।

Hot this week

ରାତି ବଢିବା ସହ ବଢ଼ିଲାଣି ଭିଡ ,କାଲିଠୁ ବାରବାଟୀରେ ଅଫଲାଇନ ଟିକେଟ ବିକ୍ରି

କଟକ :କାଲିଠୁ ବାରବାଟୀରେ ଅଫଲାଇନ ଟିକେଟ ବିକ୍ରି । କିନ୍ତୁ ଆଜିଠୁ...

ସମ୍ପତ୍ତି ଆଗରେ ସମ୍ପର୍କ ତୁଛ , ମା ର ମୃତ ଦେହ ସତ୍କାର ନହୋଇ ପଡ଼ିରହିଛି

କୁଜଙ୍ଗ: କୁଜଙ୍ଗ ବ୍ଲକ ବିଶ୍ୱାଳି ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଛି।...

ଭାରତ-ଦକ୍ଷିଣ ଆଫ୍ରିକା ମଧ୍ୟରେ ଟି-୨୦,କମିଶନରେଟ ପୋଲିସ ପକ୍ଷରୁ ବ୍ୟାପକ ସୁରକ୍ଷା ବ୍ୟବସ୍ଥା

ଭୁବନେଶ୍ୱର: ଆସନ୍ତା ୯ ତାରିଖରେ ବାରବାଟୀ ଷ୍ଟାଡିୟମ, କଟକ ଠାରେ ଭାରତ-ଦକ୍ଷିଣ...

ଜବତ ଗଞ୍ଜେଇ ହେରଫେର: ଥାନା ଅଧିକାରୀ ନିଲମ୍ବିତ

ଫୁଲବାଣୀ: ଜବତ ଗଞ୍ଜେଇ ହେରଫେର କରିଥିବା ଅଭିଯୋଗରେ କାର୍ଯ୍ୟରୁ ନିଲମ୍ବିତ ହୋଇଛନ୍ତି...

୨ ଶିଶୁ ସହ ୧୫ ଦାଦନ ଶ୍ରମିକ ଉଦ୍ଧାର, ଫେରାର ସର୍ଦ୍ଦାର ଗିରଫ

କଣ୍ଟାବାଞ୍ଜି: ତୁରକେଲା ଥାନା ପୁଲିସ ବିଶ୍ଵସ୍ତ ସୂତ୍ରରୁ ଖବର ପାଇ ଗୁରୁବାର...

Related Articles

Popular Categories