www.samajalive.in
Sunday, December 7, 2025
23.1 C
Bhubaneswar

ମହୁମାଛି ଆକ୍ରମଣ: ଗୋଟିଏ ପରିବାରର ୫ ଆହତ

ମୋହନା: ଗଜପତି ଜିଲ୍ଲା ମୋହନା ଥାନା ଛତାଭରି ଗାଁ ନିକଟରେ ଅଭାବନୀୟ ଘଟଣା ଘଟିଛି। ମହୁମାଛି ଆକ୍ରମଣରେ ଗୋଟିଏ ପରିବାରର ୫ ଜଣ ଆହତ ହୋଇଛନ୍ତି। ଗୋଟିଏ ପରିବାର ୫ ଜଣ ସଦସ୍ୟ କାରରେ ବ୍ରହ୍ମପୁରରୁ ମୋହନା ଅଭିମୁଖେ ଯାଉଥିଲେ । ଏକ ଗଛ ବୁଦା ମୂଳେ କାରଟିକୁ ରଖି ବାହାରକୁ ଆସିବାବେଳେ ଏମାନଙ୍କୁ ମହୁମାଛି ଆକ୍ରମଣ କରିଥିଲା । ଏଥିରେ ଆଉ ଜଣେ ପଥଚାରୀ ମଧ୍ୟ ଆହତ ହୋଇଥିବା ସୂଚନା ମିଳିଛି। ସମସ୍ତଙ୍କୁ ଗୁରୁତର ଅବସ୍ଥାରେ ନିକଟସ୍ଥ ମେଡିକାଲରେ ଭର୍ତ୍ତି କରାଯାଇଛି।

Hot this week

ଅପରାହ୍ନ ୧ଟା ମୁଖ୍ୟ ଖବର

() ଗୋଆ ନାଇଟ୍ କ୍ଲବ୍ ଅଗ୍ନିକାଣ୍ଡ ଘଟଣାରେ ୨୫ ମୃତ...ମୃତକଙ୍କ ପରିବାରକୁ...

କଣ ରହିଛି ବିଶ୍ଵାସ, କାହିଁକି କାଠକୁ ଛୁଅଁନ୍ତି ଲୋକେ ?

ନୂଆଦିଲ୍ଲୀ : ଦୀର୍ଘ ବର୍ଷ ଧରି ସାରା ବିଶ୍ଵରେ ଅନେକ ଅଜବ...

ଲୋକସଭାରେ ବନ୍ଦେ ମାତରମ୍ ଉପରେ ବିତର୍କ କରିବେ ମୋଦୀ

ସମାଜ ଲାଇଭ ଡ଼େସ୍କ : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆସନ୍ତାକାଲି ଲୋକସଭାରେ...

ଗୋଆ ଅଗ୍ନିକାଣ୍ଡ : ନାଇଟ୍ କ୍ଲବ୍ ମାଲିକଙ୍କ ବିରୋଧରେ ମାମଲା ରୁଜୁ

ସମାଜ ଲାଇଭ ଡ଼େସ୍କ : ଗୋଆ ନାଇଟ୍ କ୍ଲବ୍ ଅଗ୍ନିକାଣ୍ଡ ଘଟଣାରେ...

ବୁଡିଗଲେ ଦୁଇ ସାଙ୍ଗ: ଜଣେ ମୃତ

ଦିଗପହଣ୍ଡି : ଗଞ୍ଜାମ ଜିଲ୍ଲା ଦିଗପହଣ୍ଡି ଚୁଡଙ୍ଗଗଡ ମନ୍ଦିରବନ୍ଧରେ ଅଭାବନୀୟ ଘଟଣା...

Related Articles

Popular Categories