www.samajalive.in
Monday, December 8, 2025
14.1 C
Bhubaneswar

ମହୁମାଛି ଆକ୍ରମଣରେ ଜଣେ ମୃତ, ୪ ଗୁରୁତର

ବିଶ୍ୱନାଥପୁର : କଳାହାଣ୍ଡି ଜିଲା ବିଜେପୁର ଥାନା ବେତିଆପଡ଼ା ଗାଁରେ ମହୁମାଛି ଆକ୍ରମଣରେ ଜଣେ ବ୍ୟକ୍ତିଙ୍କ ମୃତ୍ୟୁ ହୋଇଯାଇଛି। ଅନ୍ୟ ୪ ଗୁରୁତରଙ୍କୁ ବେନଗାଁ ମେଡିକାଲ୍‌ରେ ଭର୍ତ୍ତି କରାଯାଇଥିଲା। ବେତିଆପଡ଼ା ଗାଁର ବୁର୍ଜା ମାଝୀ , ପୂର୍ଣ୍ଣ ମାଝୀ , ଲିପା ମାଝୀ , ମୁଗ୍ରୀ ମାଝୀ ଓ ପାଗୁ ମାଝୀ ଜଙ୍ଗଲକୁ ଜାଳେଣି କାଠ କାଟିବାକୁ ଯାଇଥିଲେ। ଏହି ସମୟରେ ମହୁମାଛି ଆକ୍ରମଣ କରିବାରୁ ୫ ଜଣ ଗୁରୁତର ହୋଇଥିଲେ। ସେମାନଙ୍କୁ ମଧ୍ୟରୁ ବୁର୍ଜା ଗୁରୁତର ହେବାରୁ ତାଙ୍କୁ ଜିଲା ମୁଖ୍ୟ ଡାକ୍ତରଖାନାକୁ ଚିକିତ୍ସା ପାଇଁ ପଠାଯାଇଥିଲା। ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ମୃତ୍ୟୁ ହୋଇଥିଲା।

Hot this week

ପ୍ରସିଦ୍ଧ ଯାତ୍ରା ହାସ୍ୟ ଅଭିନେତା ଗୁରୁ ପୃଷ୍ଟିଙ୍କ ପରଲୋକ ।

ଭୁବନେଶ୍ୱର-ପ୍ରସିଦ୍ଧ ଯାତ୍ରା ହାସ୍ୟ ଅଭିନେତା ଗୁରୁ ପୃଷ୍ଟିଙ୍କ ପରଲୋକ । ଦୁର୍ଘଟଣାରେ...

ଭୁବନେଶ୍ବରରେ ପହଞ୍ଚିଲେ ସୂର୍ଯ୍ୟକୁମାର, ସଞ୍ଜୁ ଏବଂ ଉପଅଧିନାୟକ ଗିଲ୍, କାଲି ନେଟ୍ ପ୍ରାକ୍ଟିସ୍

ସମାଜ ନ୍ୟୁଜ ଡେସ୍କ- ରାତି ପ୍ରାୟ ୯ଟା ସମୟରେ ଭୁବନେଶ୍ବର ବିମାନବନ୍ଦରରେ...

ଗହୀରମଥାରେ ବେଆଇନ ମାଛ ମାରି ୩୪ ମତ୍ସ୍ୟଜୀବୀ ଗିରଫ, ୨ ଟ୍ରଲର ଜବତ

ସମାଜଲାଇଭ ଡେସ୍କ: ଗହୀରମଥାରେ ବେଆଇନ ମାଛ ମାରୁଥିବା ୩୪ ମତ୍ସ୍ୟଜୀବୀଙ୍କୁ ଗିରଫ...

ହାତୀ ପେଟରେ ଚାଷୀଙ୍କ ଫସଲ, ବନଖଣ୍ଡ କାର୍ଯ୍ୟାଳୟ ଘେରିଲେ ଗ୍ରାମବାସୀ

ଆଠଗଡ: ଆଠଗଡ଼ ବ୍ଲକ ଅନ୍ତର୍ଗତ କନ୍ଦରପୁର ଗ୍ରାମରେ ହାତୀପଲଙ୍କ ଉପଦ୍ରବରେ ଚାଷୀକୂଳ...

୩ ଶିଶୁଙ୍କ ସହ ୭ ଦାଦନ ଶ୍ରମିକ ଉଦ୍ଧାର, ୨ ଗିରଫ

କଣ୍ଟାବାଞ୍ଜି: ତୁରେକେଲା ପୁଲିସ ଶନିବାର ମଧ୍ୟ ରାତ୍ରରେ ହଳନଭଟା ଛକ ନିକଟରୁ...

Related Articles

Popular Categories