www.samajalive.in
Monday, December 15, 2025
24.1 C
Bhubaneswar

ଅଦା ଖାଇବା ପୂର୍ବରୁ ଜାଣିରଖନ୍ତୁ

ଖାଦ୍ୟ ବିଶେଷଜ୍ଞଙ୍କ ମତରେ ଅଦା ଏକ ଉପଯୋଗୀ ପରିବା। ପ୍ରତ୍ୟେକଦିନ ବିଭିନ୍ନ ଖାଦ୍ୟଦ୍ରବ୍ୟରେ ଏହାର ବ୍ୟବହାର କରିବା ସ୍ବାସ୍ଥ୍ୟ ପାଇଁ ଖୁବ୍ ଉପକାରୀ। ସକାଳୁ ଖାଲିପେଟରେ ନଖଉଷୁମ ପାଣି ଗିଲାସେରେ ଅଧ ଚାମଚ ଅଦା ରସ ମିଶାଇ ପିଇଲେ ସମସ୍ତ ପେଟ ସମସ୍ୟା ଦୂର ହୋଇଥାଏ।

ଅଦା ଫୁଟା ପାଣି ପିଇଲେ କାଶ ଦୂର ହେବା ସହ ଶରୀରକୁ ଶକ୍ତି ପ୍ରଦାନ କରେ।

- Advertisement -

ସକାଳବେଳା ଅଦା ଚା’ ପିଇବା ଖୁବ୍ ଉପକାରୀ ବୋଲି ବିଶେଷଜ୍ଞଙ୍କ ତଥ୍ୟରୁ ଜଣାପଡ଼ିଛି।

ଗର୍ଭବତୀ ମହିଳା ଅଦା ଖାଇବା ପୂର୍ବରୁ ଡାକ୍ତରଙ୍କ ପରାମର୍ଶ ନେବା ଉଚିତ। କାରଣ ଗର୍ଭାବସ୍ଥାର ଶେଷ ୩ମାସରେ ଅଦା ଖାଇବା ସ୍ବାସ୍ଥ୍ୟ ପାଇଁ ହାନିକାରକ ହୋଇଥାଏ ବୋଲି କେତେକ ତଥ୍ୟରୁ ପ୍ରକାଶ।

ଓଜନ ନିୟନ୍ତ୍ରଣରେ ରଖିବାକୁ ଚାହୁଁଥିବା ବ୍ୟକ୍ତି ଅଦା ଚା’ କିମ୍ବା ଅଦାମିଶ୍ରିତ ପାଣି ପିଇବା ଉତ୍ତମ। ତେବେ ଦୁର୍ବଳ ବ୍ୟକ୍ତି ଅଦା ଉପଯୋଗ ନକରିବା ଉଚିତ।

ରକ୍ତସମ୍ପର୍କିତ କୌଣସି ରୋଗରେ ଆକ୍ରାନ୍ତ ଥିବା ବ୍ୟକ୍ତି ଅଦାର ସେବନ କରିବା ଅନୁଚିତ।

Hot this week

ମିଥ୍ୟା ପିନ୍ଧିଥାଏ ବସନ….

ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଦାୟିତ୍ୱ ନେବା ପରଠାରୁ ବର୍ତ୍ତମାନ ପର୍ଯ୍ୟନ୍ତ...

ଶ୍ରମଜୀବୀ ନା ଶ୍ରମଯୋଗୀ

ଖଣିଜ ପଦାର୍ଥ ସମୃଦ୍ଧ ରାଜ୍ୟ ମଧ୍ୟରେ ଅବିଭକ୍ତ ବିହାର ଓ ଓଡ଼ିଶା...

ଆଜିର ପଞ୍ଚାଙ୍ଗ: ସତର୍କ ରୁହନ୍ତୁ, ୧ଘଣ୍ଟା ପାଇଁ ରହିବ ରାହୁକାଳ

ସମାଜ ଡିଜିଟାଲ ଡେସ୍କ: ସନାତନ ଧର୍ମର ଅନୁଗାମୀମାନଙ୍କ ପାଇଁ ସଫଲା ଏକାଦଶୀର...

ଚିନ୍ତାକଳ୍ପ : ସ୍ଥିତପ୍ରଜ୍ଞ ମହାତ୍ମା

ଏକଦା ତୀର୍ଥଙ୍କର ମହାବୀର ପୂର୍ବ ଦିଗକୁ ମୁହଁକରି ଆଖିବୁଜି ଧ୍ୟାନସ୍ଥ ଥାଆନ୍ତି।...

ସମ୍ପାଦକୀୟ : ଷ୍ଟାମ୍ପ ଡ୍ୟୁଟି ସଂଶୋଧନ

ସାଧାରଣଙ୍କୁ ସୁହାଇବା ଉଚିତ ନିଜର ଗୋଟିଏ ଘର ତୋଳିବା କିମ୍ବା ଛୋଟ ଜମିଟିଏ...

Related Articles

Popular Categories