www.samajalive.in
Friday, December 12, 2025
14.1 C
Bhubaneswar

ହାତୀ ଦଳିଦେଲା ଧାନ ଫସଲ, ଚିନ୍ତାରେ ଚାଷୀ

ବେଗୁନିଆ : ଫସଲ ଅମଳ ସମୟ ପୂର୍ବରୁ ବେଗୁନିଆ ବ୍ଲକ ଦେଉଳି ପଞ୍ଚାୟତ ଅନ୍ତର୍ଗତ ଗୋଡ଼ା ଗ୍ରାମରେ ୪ ଗୋଟି ବଣୁଆ ହାତୀ ୩ ଏକରରୁ ଉର୍ଦ୍ଧ୍ବ ଧାନ ଫସଲ ଦଳି ଚକଟି ନଷ୍ଟ କରିଦେଇଛନ୍ତି । ଏ ନେଇ ଚାଷୀ ଗୌତମ ପାଇକରାୟ, ହେମ ପାଇକରାୟ,ଗୁଣନିଧି ଖୁଣ୍ଟିଆ, ଅଜୟ ଖୁଣ୍ଟିଆ, ହଟକେଶ୍ଵର ପାଇକରାୟ, ବିଦ୍ୟାଧର ଚମ୍ପତି ଓ ତ୍ରୈଲୋକ୍ୟ ପାଇକରାୟ ପ୍ରମୁଖ କ୍ଷତିପୂରଣ ପାଇଁ ଦାବି କରିଛନ୍ତି।

Hot this week

୬ ରାଜ୍ୟରେ ଏସ୍‌ଆଇଆର୍‌ ସମୟସୀମା ବୃଦ୍ଧି

ନୂଆଦିଲ୍ଲୀ: ନିର୍ବାଚନ କମିଶନ (ଇସି)ଙ୍କ ତରଫରୁ ଗୁରୁବାର ପାଞ୍ଚ ରାଜ୍ୟ ଓ...

କଂଗ୍ରେସ ହାଇକମାଣ୍ଡଙ୍କ ନିଷ୍ପତ୍ତିକୁ ଅପେକ୍ଷା

ଭୁବନେଶ୍ବର : ପୂର୍ବତନ ବିଧାୟକ ମହମ୍ମଦ ମୋକିମଙ୍କ ଚିଠିକୁ ନେଇ ରାଜ୍ୟ...

୧୮ ଯାଏ ଜାଡ଼

ଭୁବନେଶ୍ବର : ଉତ୍ତର-ପଶ୍ଚିମ ଦିଗରୁ ଥଣ୍ଡା ଶୁଷ୍କ‌ବାୟୁ ରାଜ୍ୟ ମଧ୍ୟକୁ ପ୍ରବେଶ...

ଲୋକସଭାରେ ଇ-ସିଗାରେଟ୍ ଟାଣିଲେ ଟିଏମ୍‌ସି ସଦସ୍ୟ

ନୂଆଦିଲ୍ଲୀ : ତୃଣମୂଳ କଂଗ୍ରେସ (ଟିଏମ୍‌ସି)ର କେତେକ ମହିଳା ସଦସ୍ୟ ଲୋକସଭାରେ...

ବାର୍‌ରେ ଭୟଙ୍କର ଅଗ୍ନିକାଣ୍ଡ

ଭୁବନେଶ୍ଵର: ଭୁବନେଶ୍ଵର ସତ୍ୟବିହାର ସ୍ଥିତ ଏକ ବାର୍‌ ରେ ଭୟାବହ ଅଗ୍ନିକାଣ୍ଡ...

Related Articles

Popular Categories