www.samajalive.in
Sunday, December 7, 2025
13.1 C
Bhubaneswar

ଗୋରୁ ବୋଝେଇ ଗାଡି ଜବତ ,ଚାଳକ ଗିରଫ 

ବେଗୁନିଆ : ବେଗୁନିଆ ଥାନା ଅନ୍ତର୍ଗତ କଡବ -ଚଟୁଆ ରାସ୍ତାରୁ ବେଗୁନିଆ ପୁଲିସ ଗତକାଲି ରାତି ୯ ଟାରେ ବିଶ୍ୱସ୍ତ ସୂତ୍ରରୁ ଖବର ପାଇ ଏକ ଟାଟା ଏ ସି ଗାଡ଼ିରେ ୪ ଟି ଗୋରୁ ଚାଲାଣ କରାଯାଉଥିବାବେଳେ ପୁଲିସ ଗୋରୁ ବୋଝେଇ ଗାଡି ସହିତ ଚାଳକକୁ ଗିରଫ କରି କୋର୍ଟ ଚାଲାଣ କରିଛି । ତରାବୋଇ ଗ୍ରାମର ଆରିଫ ମହମ୍ମଦ ଏକ ପିକ ଅପ ଭ୍ୟାନରେ ୪ ଟି ଗୋରୁ ବୋଝେଇ କରି ତିକାତାଳ  ଅଭିମୁଖେ ଯାଉଥିବାବେଳେ ବେଗୁନିଆ ପୁଲିସ ଘଟଣାସ୍ଥଳରେ ପଂହଁଚି ଗୋରୁଗାଡିଟିକୁ ଜବତ କରି ଥାନାକୁ ଆଣିଥିବାବେଳେ ଗାଡି ଚାଳକକୁ ଗିରଫ କରି କୋର୍ଟ ଚାଲାଣ କରିଛି । ଗୋରୁ ଗୁଡିକୁ ସିଜୁଆସ୍ଥିତ ଗୋଶାଳା ଜିମା ଦିଆଯାଇଛି ।

Hot this week

କାର୍ଯ୍ୟରତ ଯୁବକଙ୍କ ସନ୍ଦେହଜନକ ମୃତ୍ୟୁ, କ୍ଷତିପୂରଣ ଦାବିରେ ଫାଟକ ସମ୍ମୁଖରେ ଧାରଣା

କାର୍ଯ୍ୟରତ ଯୁବକଙ୍କ ସନ୍ଦେହଜନକ ମୃତ୍ୟୁ, କ୍ଷତିପୂରଣ ଦାବିରେ ଫାଟକ ସମ୍ମୁଖରେ ଧାରଣ ଚନ୍ଦ୍ରଶେଖରପୁର,...

ରାଜ୍ୟସଭାରେ ସାଂସଦ ସୁଜିତ କୁମାରଙ୍କ ପ୍ରସ୍ତାବ ପାଠ୍ୟପୁସ୍ତକ, ସରକାରୀ ୱେବସାଇଟରୁ ‘ଲର୍ଡ’ ଶଦ୍ଦକୁ ବାଦ୍‍ ଦିଆଯାଉ

ନୂଆଦିଲ୍ଲୀ,: ବ୍ରିଟିଶ ଗଭର୍ଣ୍ଣର ଜେନେରାଲ ଏବଂ ଭାଇସରୟଙ୍କ ଉଦେଶ୍ୟରେ ବ୍ୟବହାର ହେଉଥିବା...

ଆଠଗଡ଼ର ବିଭିନ୍ନ ଶିକ୍ଷାନୁଷ୍ଠାନରେ ଡଃ ରାଧାନାଥ ଜୟନ୍ତୀ ପାଳିତ

ସମାଜ ନ୍ୟୁଜ ଡେସ୍କ- ଆଠଗଡର ସର୍ବପୁରାତନ ପିଏମଶ୍ରୀ ବିଶ୍ଵନାଥ ବିଦ୍ୟାପୀଠରେ ବିଶିଷ୍ଟ...

ଭୁବନେଶ୍ବରରେ ପହଞ୍ଚିଲେ ହାର୍ଦ୍ଦିକ ପାଣ୍ଡ୍ୟା, ସୁରକ୍ଷାରେ ବିମାନବନ୍ଦରରୁ ଗଲେ ହୋଟେଲ

ସମାଜ ନ୍ୟୁଜ ଡେସ୍କ- ଶନିବାର ରାତିରେ ଭୁବନେଶ୍ବର ବିମାନ ବନ୍ଦରରେ ପହଞ୍ଚିଛନ୍ତି...

ଜାଣନ୍ତୁ କାହିଁକି ଏତେ ବଢିଛି ସୁନାଦର- ରୂପା ଦୁଇ ଗୁଣା ବଢିଛି

ନୂଆଦିଲ୍ଲୀ - କ୍ରମାଗତ ଦ୍ୱିତୀୟ ସପ୍ତାହ ପାଇଁ ସୁନା ଏବଂ ରୂପା...

Related Articles

Popular Categories