www.samajalive.in
Sunday, December 7, 2025
23.1 C
Bhubaneswar

ଆଦିବାସୀ ସାହିରେ ପାନୀୟ ଜଳ ସମସ୍ୟା ଉତ୍କଟ

ବେଗୁନିଆ : ବେଗୁନିଆ ବ୍ଲକ କଣ୍ଟାବାଡ଼ ପଞ୍ଚାୟତ  ଅନ୍ତର୍ଗତ ଜଦୁନଗର ଆଦିବାସି ସାହିରେ ପ୍ରବଳ ଗ୍ରୀଷ୍ମ ପ୍ରବାହ ଯୋଗୁଁ ପାନୀୟ ଜଳ ସମସ୍ୟା ଉତ୍କଟ ରୂପ ଧାରଣ କରିଛି । ଉକ୍ତ ସାହିରେ ୨ ଟି ନଳକୂପ ଥିବାବେଳେ ଗୋଟିଏ ଅଚଳ ହୋଇ ପଡି ରହିଛି ।ସେଥିରୁ ବ।ହ।ରୁଥିବା ପାଣି ପିଇବା ପାଇଁ ଯୋଗ୍ୟ ନୁହେଁ । ଦ୍ୱିତୀୟ ନାଳକୂପଟି ଏବେ ଦୁଇଦିନ ହେଲା ଖରାପ ହୋଇଯାଇଛି ।ଏ ସମ୍ପର୍କରେ କନିଷ୍ଠ ଯନ୍ତ୍ରୀ ଏବଂ ପଞ୍ଚାୟତ ଅଧିକାରୀଙ୍କୁ ଜଣା ଯାଇଥିଲେ ମଧ୍ୟ ନଳକୂପ ଦୁଇଟି ମରାମତି ହୋଇ ପାରି ନାହିଁ ।ମରାମତି ହେବା ପର୍ଯ୍ୟନ୍ତ ଟ୍ୟାଙ୍କରରେ ଉକ୍ତ ସାହିକୁ ପାନୀୟ ଜଳ ଯୋଗାଇ ଦେବା ପାଇଁ ଜନସାଧାରଣ ପ୍ରଶାସନର ଦୃଷ୍ଟି ଆକର୍ଷଣ କରିଛନ୍ତି ।

Hot this week

ଗୋଆ ଅଗ୍ନିକାଣ୍ଡ : ନାଇଟ୍ କ୍ଲବ୍ ମାଲିକଙ୍କ ବିରୋଧରେ ମାମଲା ରୁଜୁ

ସମାଜ ଲାଇଭ ଡ଼େସ୍କ : ଗୋଆ ନାଇଟ୍ କ୍ଲବ୍ ଅଗ୍ନିକାଣ୍ଡ ଘଟଣାରେ...

ବୁଡିଗଲେ ଦୁଇ ସାଙ୍ଗ: ଜଣେ ମୃତ

ଦିଗପହଣ୍ଡି : ଗଞ୍ଜାମ ଜିଲ୍ଲା ଦିଗପହଣ୍ଡି ଚୁଡଙ୍ଗଗଡ ମନ୍ଦିରବନ୍ଧରେ ଅଭାବନୀୟ ଘଟଣା...

ଜାଣନ୍ତୁ କାହିଁକି ଏତେ ବଢିଛି ସୁନାଦର- ରୂପା ଦୁଇ ଗୁଣା ବଢିଛି

ନୂଆଦିଲ୍ଲୀ - କ୍ରମାଗତ ଦ୍ୱିତୀୟ ସପ୍ତାହ ପାଇଁ ସୁନା ଏବଂ ରୂପା...

୩ୟ ଦିନରେ ଶିକ୍ଷକଙ୍କ ଆନ୍ଦୋଳନ ଜାରି

ଭୁବନେଶ୍ୱର : ଆଜି ତୃତୀୟ ଦିନରେ ବି ଭୁବନେଶ୍ଵର ​‌ଲୋୟର ପିଏମ୍‌ଜିରେ...

ଏସ୍‌ଆଇ ନିଯୁକ୍ତି ଦୁର୍ନୀତି ମାମଲା : ଯବାନଙ୍କ ସମେତ ଦୁଇ ଅଟକ

ଭୁବନେଶ୍ଵର : ପୁଲିସ ଏସ୍‌ଆଇ ନିଯୁକ୍ତି ଦୁର୍ନୀତି ମାମଲା । ଏସ୍ଏ‌ସ୍‌ବି...

Related Articles

Popular Categories